Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଏପ୍ରିଲ ୧୦ ତାରିଖ ଗୁରୁବାର, ଜାଣନ୍ତୁ କେମିତି ରହିବ ଆଜିର ଦିନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଏପ୍ରିଲ ୧୦ ତାରିଖ ଗୁରୁବାର, ଜାଣନ୍ତୁ କେମିତି ରହିବ ଆଜିର ଦିନ

utkala khabar
Last updated: April 10, 2025 11:18 am
utkala khabar
Published April 10, 2025
Share
SHARE

ମେଷ– ଦିନଟି ଏତେ ଭଲ ଫଳ ପ୍ରଦାନ କରିବ ନାହିଁ । ପ୍ରତିରୋଧର ଶିକାର ହେବେ । ଅଜଣା ବ୍ୟକ୍ତିଙ୍କ ପାଇଁ ଠକାମୀର ଶିକାର ହୋଇପାରନ୍ତି । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଆଳସ୍ୟରେ କଟିବ ।

ବୃଷ– ଦିନଟିରେ ସେବା ପୂଜାରେ ମନୋନିବେଶ କରିବେ । ନିଜକୁ ବ୍ୟସ୍ତ ରଖିବେ । ବ୍ୟବସାୟ ଭଲ ହେବ। ଛାତ୍ରଛାତ୍ରୀମାନେ ପାଠରେ ମନଯୋଗ ଦେବେ। ବାକିଥିବା କାର୍ଯ୍ୟ ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ– ନିବେଶ କରିଥିବା ଧନରୁ ବହୁତ ଲାଭ ପାଇପାରିବେ। ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ବ୍ୟବସାୟରେ ଉତ୍ତମ ଫଳ ପ୍ରାପ୍ତ ହେବ । ପ୍ରେମ ସମ୍ପର୍କ ସୁଦୃଢ଼ ହେବ । କୌଣସି ସ୍ଥାନକୁ ଭ୍ରମଣର ଯୋଗ ମଧ୍ୟ ରହିଛି ।

କର୍କଟ– ଦ୍ଵିତୀୟ ଚନ୍ଦ୍ର କାଳ ଭୋଗ ହେତୁ ଆପଣଙ୍କୁ କେହି ନିଜ କର୍ମରୁ ହଟି ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି । ମହିଳାମାନଙ୍କୁ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।

ସିଂହ– ସିଂହ ରାଶି ପାଇଁ କଲ୍ୟାଣୀ ଚନ୍ଦ୍ର ବା ଶ୍ରୀ ଚନ୍ଦ୍ର ତେଣୁ ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ଧନଧାନ୍ୟରେ ବୃଦ୍ଧି ଘଟିପାରେ । ବ୍ୟବସାୟୀଙ୍କ ପାଇଁ ଦିନଟି ବିଶେଷ ଶୁଭଦାୟକ ରହିଛି । ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ନୂଆ ସ୍ଥାନ ପ୍ରାପ୍ତି ହୋଇପାରେ ।

କନ୍ୟା– ଦ୍ଵାଦଶ ଚନ୍ଦ୍ର କାରଣରୁ ଅନ୍ୟ ଚର୍ଚ୍ଚା କରି ସମୟ ନଷ୍ଟ କରିବେ । ଅଧିକ ପରିଶ୍ରମରେ ଦିନଟି କଟିବ । ବ୍ୟବସାୟରେ ଆଶାନୁରୂପ ଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ସମୟ ନଷ୍ଟ କରିବେ । ବହୁ ସମୟରୁ ଲାଗି ରହିଥିବା କଳହର ପୂର୍ଣ୍ଣଚ୍ଛେଦ ପଡ଼ିବ।

ତୁଳା– ଦେଇଥିବା ଧନ ରାଶି ଫେରି ପାଇବାର ଯଥେଷ୍ଟ ସମ୍ଭାବନା ରହିଛି । ଏକାଦଶ ଚନ୍ଦ୍ର ରହିଥିବାରୁ ସର୍ବ କାର୍ଯ୍ୟ ସଫଳ ହେବ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୃଢ଼ ହେବ । ଛାତ୍ରଛାତ୍ରୀମାନଙ୍କ ପାଇଁ ନୂତନ ସ୍ଥାନ ପ୍ରାପ୍ତି ଯୋଗ ରହିଛି ।

ବିଛା– ସର୍ବ କାର୍ଯ୍ୟରେ ସିଦ୍ଧି ଯୋଗ ରହିଛି । ଯାତ୍ରା କରିବା ପାଇଁ ଦିନଟି ଅତ୍ୟନ୍ତ ଶୁଭ ଦାୟକ ରହିଛି । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବା ସହିତ ଅଚାନକ ଧନ ପ୍ରାପ୍ତିର ସମ୍ଭାବନା ରହିଛି । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିବ ।

ଧନୁ– ଖର୍ଚ୍ଚାନ୍ତ ହେବେ । ଆତ୍ମବିଶ୍ୱାସର ଅଭାବ ହେବ ଅନାବଶ୍ୟକ କ୍ରୋଧରୁ ଦୂରେଇ ରୁହନ୍ତୁ । ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାର ସହିତ ଏକ ଧାର୍ମିକ ସ୍ଥାନକୁ ଯାଇପାରନ୍ତି । ବିଦ୍ୟାର୍ଥୀମାନେ ବହୁ ପରିଶ୍ରମରେ ଅଳ୍ପ ଫଳ ପ୍ରାପ୍ତ କରିବେ ।

ମକର– ବ୍ୟୟ ଅଧିକ ହେବ । ଉଧାର ଦିଅନ୍ତୁ ନାହିଁ । ବନ୍ଧୁମାନଙ୍କ ସହ ମନୋମାଳିନ୍ୟ ଘଟିପାରେ । ନୂତନ ସ୍ଥାନକୁ ଯାଇପାରନ୍ତି। ବିବାଦୀୟ ପରିସ୍ଥିତି ଉପୁଜିପାରେ । ବୈବାହିକ ଜୀବନ ଜଂଜାଳ ମୟ ହେବ । ଛାତ୍ରଛାତ୍ରୀମାନେ ଅବହେଳିତ ହେବେ ।

କୁମ୍ଭ– ସପ୍ତମ ଚନ୍ଦ୍ର ରହିଥିବାରୁ ଅଧିକ ଆୟର ଯୋଗ ରହିଛି । ପତ୍ନୀଙ୍କ ଠାରୁ କିଛି ଉପହାର ମିଳିପାରେ । ଛାତ୍ରଛାତ୍ରୀମାନଙ୍କ ପାଇଁ ଦିନଟି ଭଲ ରହିଛି । ନିଜକୁ ଆଶଙ୍କା ଭିତରେ ରଖିବେ । ଖୁସି ହେବାକୁ ଚାହୁଥିଲେ ବି ହୋଇପାରିବେ ନାହିଁ ।

ମୀନ– ଷଷ୍ଠ ଚନ୍ଦ୍ର ଯୋଗୁ ସର୍ବ କାର୍ଯ୍ୟରେ ସିଦ୍ଧି ହେବ । ପରିଶ୍ରମ ଅଧିକ ହେବ । ଆକସ୍ମିକ ଧନ ପ୍ରାପ୍ତିର ସମ୍ଭାବନା ରହିଛି । ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ଫଳ ପ୍ରାପ୍ତି ହେବ । ନୂତନ ବସ୍ତୁ କିମ୍ବା ଅଳଙ୍କାର କ୍ରୟ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ବିଜୟ ହାସଲ କରିବେ।

You Might Also Like

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ଜାଣନ୍ତୁ କେମିତି ରହିବ ଆଜିର ଦିନ

ଚମ୍ପୁଆ ବ୍ଲକରେ ୨୬୮ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ କାର୍ଯ୍ୟାଦେଶ ବଣ୍ଟନ

କେହି ଡେଣା ବିନା ଉଡ଼ିପାରିବ? ଜାଣନ୍ତୁ ଏହା ବିଷୟରେ କ’ଣ କହୁଛି ବିଜ୍ଞାନ…

ଏପ୍ରିଲ ୧୫ ତାରିଖ ମଙ୍ଗଳବାର ; ଜାଣନ୍ତୁ କେମିତି ରହିବ ଆଜିର ଦିନ

TAGGED:#horoscope#horoscope2025#rashifal#rashifal2025#thursdfay#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?