Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

utkala khabar
Last updated: May 24, 2025 10:43 am
utkala khabar
Published May 24, 2025
Share
SHARE

ମେଷ – ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ ।

ବୃଷ – ବନ୍ଧୁ ସୁଖ ପ୍ରାପ୍ତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରି ପାରନ୍ତି । ଛାତ୍ର ଛାତ୍ରୀ ମାନଙ୍କର ପାଠ ରେ ମନ ଲାଗିବ ନାହିଁ ।

ମିଥୁନ – ଷଷ୍ଠ ଚନ୍ଦ୍ର ଯୋଗୁଁ ସର୍ବ ପ୍ରକାର ଶୁଭ ଫଳ ପ୍ରାପ୍ତ ହେବ। ଆଜି ଦିନଟିରେ ଅଧିକ ଧନ ଉପାର୍ଜନ ର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ ପରିଶ୍ରମ ର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ ।

କର୍କଟ – ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ ।ଅର୍ଥ ବିଷୟରେ ଚିନ୍ତା କରିବେ। ବନ୍ଧୁ ଙ୍କ ସହ କିଛଦିନ ବିଶେଷ ଆଲୋଚନା ରେ ଦିନରେ କଟିବ ।

ସିଂହ – କର୍ଯ୍ୟହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।ସ୍ବାସ୍ଥ୍ୟ ଅବସ୍ଥା ରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମର ଫଳ ବହୁତ୍ ଭଲ ରହିବ ।ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତି ନେବେ ।

କନ୍ୟା – ଭ୍ରମଣ ର ଯୋଗ ରହିଛି । କୌଣସି ଉଚ୍ଚ ସ୍ଥାନ ରୁ ସମ୍ମାନ ପ୍ରାପ୍ତି ହୋଇ ପାରେ । ଲାଗି ରହିଥିବା ମାଲି ମକୋଦ୍ଦାମା ର ଆଜି ଅନ୍ତ ଘଟିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ ।

ତୁଳା – ଅର୍ଥ ବ୍ୟୟ ହେବ ।ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚାନ୍ତ ହୋଇ ମନ ସିକ ଚିନ୍ତା ରେ ରହିବେ । କୌଣସି କାର୍ଯ୍ୟ ପାଇଁ ଅଧିକ ଅପେକ୍ଷା କରିବାକୁ ପଡ଼ିବ ।ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍।

ବିଛା – ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଧନୁ – ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ବୃଦ୍ଧି ହେବେ ।ଅଳସ୍ୟତା ଗ୍ରାସ କରିବ।ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାର ରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇ ପାରେ ।

ମକର – ଏକଦଶ ଚନ୍ଦ୍ର ଯୋଗୁଁ ଅଧିକ ଆୟ ର ଯୋଗ ରହିବ । ଗୃହ ରେ କିଛି ନୂତନ ଶୁଭ କାର୍ଯ୍ୟାରମ୍ଭ ହେବ। ସର୍ବ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହେବ ।ରାଜନୀତି ରେ ପଦୋନ୍ନତି ର ଯୋଗ ରହିଛି ।

କୁମ୍ଭ – ଗୃହ ରେ ମାଙ୍ଗଳିକ କାର୍ଯ୍ୟ ହେବ । ବନ୍ଧୁ ଙ୍କ ଗମନ ଗୃହ କୁ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ । ଧନ ଆଗମନ ର ସୂଚନା ରହିଛି । ବ୍ୟବସାୟ ଆଗକୁ ବଢିବ ।

ମୀନ – ପରିବାର ରେ ବାଦ ବିବାଦ ଲାଗି ରହିବ । ମନ ହାନି ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ରେ ଦୁଃଖ ଆସିବ । ସନ୍ତାନ ଙ୍କୁ ନେଇ ଚିନ୍ତା ରେ ରହିବେ ।

You Might Also Like

ରୁଦ୍ରାକ୍ଷ ପାଣି ପିଇଲେ ଶରୀରକୁ କି କି ଲାଭ ମିଳିଥାଏ ଜାଣନ୍ତୁ ?

ମେ’ ମାସ ଶେଷ ସପ୍ତାହରେ କେରଳ ଛୁଇଁଲା ମୌସୁମୀ ବାୟୁ

ରାଜନୀତିରେ ଯୋଗ ଦେବେ ରୋହିତ ଶର୍ମା

ସରକାରୀ ଚାକିରି ଆବେଦନ ସମୟ ସୀମା ୩୨ ବର୍ଷରୁ ୪୨ ବର୍ଷକୁ ବୃଦ୍ଧି

ତ୍ୱଚାରେ ଚମକ ଆଣିଥାଏ ନଡ଼ିଆ କ୍ଷୀର, ଆସନ୍ତୁ ଜାଣିବା ଏହାକୁ କିପରି ବ୍ୟବହାର କରିବା

TAGGED:#horoscope#UTKALA KHABARAstrology NewsRashifal 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?