Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଅକ୍ଷୟ ତୃତୀୟାରେ କମିଲା ସୁନା ଓ ରୂପା ଦର, ଜାଣନ୍ତୁ କେଉଁଠି କେତେ ଅଛି ଦର ?
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ବାଣିଜ୍ୟ

ଅକ୍ଷୟ ତୃତୀୟାରେ କମିଲା ସୁନା ଓ ରୂପା ଦର, ଜାଣନ୍ତୁ କେଉଁଠି କେତେ ଅଛି ଦର ?

utkala khabar
Last updated: April 30, 2025 12:19 pm
utkala khabar
Published April 30, 2025
Share
SHARE

ଭାରତ ୩୦/୪ : ଆଜି ହେଉଛି ପବିତ୍ର  ଅକ୍ଷୟ ତୃତୀୟା । ଆଜି କମିଛି ସୁନା, ରୁପା ଦର । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୮୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ଵରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୯୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୧୨୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୯୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୯୭୦ ଓ ୮୯,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୫୦୦ ଟଙ୍କା ହୋଇଛି ।

 

 

You Might Also Like

ବଡ଼ ଆକ୍ସନ ନେଲା ଭାରତ, ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲା

ମୁଖ୍ୟମନ୍ତ୍ରୀମାନଙ୍କୁ କାହିଁକି ଏମିତି ନିର୍ଦ୍ଦେଶ ଦେଲେ ଅମିତ ଶାହ?

ଆଜି ହେଉଛି ପବିତ୍ର ସୀତାନବମୀ

ଆଜି ହେଉଛି : ଏପ୍ରିଲ ୧୧ “ବିଶ୍ଵ ଛେନାପୋଡ ଦିବସ”

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଜାଣନ୍ତୁ କେତେ ରହିଛି ?

TAGGED:#UTKALA KHABARAkshaya TritiyaBusiness newsgold priceUpdate price
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?