Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଏପ୍ରିଲ ୧୮ ତାରିଖ ଶୁକ୍ରବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଏପ୍ରିଲ ୧୮ ତାରିଖ ଶୁକ୍ରବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ ଜାଣନ୍ତୁ

utkala khabar
Last updated: April 18, 2025 12:51 pm
utkala khabar
Published April 18, 2025
Share
SHARE

ସିଂହ – କର୍ଯ୍ୟହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।ସ୍ବାସ୍ଥ୍ୟ ଅବସ୍ଥା ରେ ଅବନତି ଦେଖା ଦେବ। ବ୍ୟସ୍ତତା ଭିତରେ ଦିନଟି କଟିବ ପରିଶ୍ରମର ଫଳ ବହୁତ୍ ଭଲ ରହିବ ।ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତି ନେବେ ।କୌଣସି ସ୍ଥାନ ରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇ ପାରେ।

କନ୍ୟା – ଭ୍ରମଣର ଯୋଗ ରହିଛି । କୌଣସି ଉଚ୍ଚ ସ୍ଥାନ ରୁ ସମ୍ମାନ ପ୍ରାପ୍ତି ହୋଇ ପାରେ । ଲାଗି ରହିଥିବା ମାଲି ମୋକଦ୍ଦମାର  ଅନ୍ତ ଘଟିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ସରକାରୀ ଚାକିରି ରେ ସ୍ଥାନ ପରିବର୍ତ୍ତନ ର ଯୋଗ ରହିଛି ।

ତୁଳା – ଅର୍ଥ ବ୍ୟୟ ହେବ ।ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚାନ୍ତ ହୋଇ ମାନସିକ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟ ପାଇଁ ଅଧିକ ଅପେକ୍ଷା କରିବାକୁ ପଡ଼ିବ ।ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍। ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ ।

ବିଛା – ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପରିବାର ସହଯୋଗ ମିଳିବ ।

ଧନୁ – ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ବୃଦ୍ଧି ହେବେ ।ଅଳସ୍ୟତା ଗ୍ରାସ କରିବ।ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାର ରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇ ପାରେ । ଅନାବଶ୍ୟକ କଳହରୁ ଦୂରେଇ ରୁହନ୍ତୁ ।

ମକର – ଏକଦଶ ଚନ୍ଦ୍ର ଯୋଗୁଁ ଅଧିକ ଆୟ ର ଯୋଗ ରହିବ । ଗୃହରେ କିଛି ନୂତନ ଶୁଭ କାର୍ଯ୍ୟାରମ୍ଭ ହେବ। ସର୍ବ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହେବ ।ରାଜନୀତି ରେ ପଦୋନ୍ନତି ର ଯୋଗ ରହିଛି । ନୂଆ ଚାକିରି ଆପଣଙ୍କ ହାତ ପାଖରେ ପହଞ୍ଚିବ।

କୁମ୍ଭ – ଗୃହ ରେ ମାଙ୍ଗଳିକ କାର୍ଯ୍ୟ ହେବ । ବନ୍ଧୁ ଙ୍କ ଗମନ ଗୃହ କୁ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ । ଧନ ଆଗମନ ର ସୂଚନା ରହିଛି । ବ୍ୟବସାୟ ଆଗକୁ ବଢିବ । କର୍ମ କ୍ଷେତ୍ର ରେ ସହଯୋଗ ଓ ଶିକ୍ଷା କ୍ଷେତ୍ର ରେ ସଫଳତା ର ଯୋଗ ରହିଛି ।

ମୀନ – ପରିବାରରେ ବାଦ ବିବାଦ ଲାଗି ରହିବ । ମନ ହାନି ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନରେ ଦୁଃଖ ଆସିବ । ସନ୍ତାନଙ୍କୁ ନେଇ ଚିନ୍ତାରେ ରହିବେ । ଯାନ ବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ଅଙ୍ଗରେ ଆଘାତ ଲାଗିପାରେ ।

ମେଷ – ଅଷ୍ଟମ ଚନ୍ଦ୍ର ଯୋଗୁଁ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।

ବୃଷ – ବନ୍ଧୁ ସୁଖ ପ୍ରାପ୍ତ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରି ପାରନ୍ତି । ଛାତ୍ର ଛାତ୍ରୀ ମାନଙ୍କର ପାଠ ରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କ ରେ ନିଜକୁ ଭାଗ୍ୟ ଶାଳୀ ମାନେ କରିବେ ।

ମିଥୁନ – ଷଷ୍ଠ ଚନ୍ଦ୍ର ଯୋଗୁଁ ସର୍ବ ପ୍ରକାର ଶୁଭ ଫଳ ପ୍ରାପ୍ତ ହେବ। ଦିନଟିରେ ଅଧିକ ଧନ ଉପାର୍ଜନର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ ପରିଶ୍ରମର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶା ଅନୁସାରେ ସଫଳତା ପ୍ରାପ୍ତ ହେବ ।

କର୍କଟ – ଚଲାପଥରେ ବାଧା ସୃଷ୍ଟି ହେବ । ଆର୍ଥିକ ଦୂରାବସ୍ଥା ଦେଖା ଦେବ । ଅର୍ଥ ବିଷୟରେ ଚିନ୍ତା କରିବେ। ବନ୍ଧୁଙ୍କ ସହ କିଛଦିନ ବିଶେଷ ଆଲୋଚନା ରେ ଦିନରେ କଟିବ ।ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି ।

You Might Also Like

ଜାଣନ୍ତୁ କେମିତି ରହିବ ଆଜିର ଦିନ

ପ୍ରଥମ ସୁପର ଓଭରରେ ବାଜି ମାରିଲା ଦିଲ୍ଲୀ, ରାଜସ୍ଥାନର ପଞ୍ଚମ ପରାଜୟ

ସରିଲା ନିଟ୍‌ ୟୁଜି, ଜୁନ୍‌ ୧୪ରେ ଫଳ

ଆଜି ହେଉଛି ଏପ୍ରିଲ ୧୩ ତାରିଖ, କେମିତି କଟିବ ଆପଣଙ୍କ ଦିନ

ଦିଘା ଜଗନ୍ନାଥ ଧାମକୁ ନେଇ ତେଜିଲା ରାଜନୀତି ; ବିବାଦରେ ରାମକୃଷ୍ଣ

TAGGED:#horoscope#odisha#UTKALA KHABAR18th AprilFriday
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?