Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୦୧ ତାରିଖ ଗୁରୁବାର, ଆଜିର ଦିନଟି କେମିତି କଟିବ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ମେ ୦୧ ତାରିଖ ଗୁରୁବାର, ଆଜିର ଦିନଟି କେମିତି କଟିବ ଜାଣନ୍ତୁ

utkala khabar
Last updated: May 1, 2025 11:28 am
utkala khabar
Published May 1, 2025
Share
SHARE

ବିଛା– କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ। ସୁଖ ହାନି ଘଟିପାରେ। ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମାନେ କରିପାରନ୍ତି। ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ। ବ୍ୟବସାୟ ମଧ୍ୟମ ଫଳ ଦେବ।

ଧନୁ– କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି। ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା ମିଳିବ। ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ ।

ମକର– ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଭାଙ୍ଗିଥିବା ସମ୍ପର୍କ ଯୋଡ଼ିହେବାର ଯଥେଷ୍ଟ ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ ।

କୁମ୍ଭ– ସହକର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ। ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ   ଭଲ ରହିଛି। ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ।

ମୀନ– ସବୁ କର୍ମରେ ଆପଣ ସଂପୂର୍ଣ୍ଣ ଯୋଗଦାନ ଦେବେ। ଅନେକ ବାଧା ବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରାପ୍ତ ହେବ। ଉଚ୍ଚ ପଦବୀ ମିଳିବାର ଯୋଗ ଅଛି। ଦମ୍ପତିମାନେ ଖୁସିରେ ଦିନଟି କାଟିବେ।

ମେଷ– ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ସମୟ କରିବେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି। ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି।

ବୃଷ– ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ନିଜର ଜରୁରୀ ବସ୍ତୁ କ୍ରୟ କରିପାରନ୍ତି। ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି। ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ।

ମିଥୁନ– ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି। ବନ୍ଧୁମାନଙ୍କ ସହ ଆମୋଦ ପ୍ରମୋଦରେ ଦିନଟି କଟିବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ଲାଭ ଯୋଗ ଅଛି। ଛାତ୍ର ଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭା ସାମ୍ନାକୁ ଆଣିବେ।

କର୍କଟ–  ନୂଆ ଚାକିରି ପ୍ରାପ୍ତ ହୋଇପାରେ। ନିଜ କର୍ମରୁ ହଟି ଅନ୍ୟ କର୍ମ କରିପାରନ୍ତି । ସତର୍କ ରୁହନ୍ତୁ । ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ବ୍ୟବସାୟରେ ମଧ୍ୟମ ଫଳ ମିଳିବ।

ସିଂହ– ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ। ଅଳଙ୍କାର କ୍ରୟ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ। ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେକରିବେ। ଶନି ଆପଣଙ୍କର ମଙ୍ଗଳ କରିବେ ।

କନ୍ୟା– ନିଜକୁ ଭାଗ୍ୟବାନ ମନେ କରିବେ। ସର୍ବ କାର୍ଯ୍ୟରେ ଉନ୍ନତି ଘଟିବ। ସ୍ବାସ୍ଥ୍ୟ ସମସ୍ୟାର ସଂପୂର୍ଣ୍ଣ ନିରାକରଣ ହେବ। ପରିବାରରେ ହସ ଖୁସିର ମାହୋଲ ଲାଗି ରହିବ। ବ୍ୟବସାୟରେ ଅନେକ ଲାଭ ଯୋଗ ରହିଛି। ବିଦ୍ୟାର୍ଥୀମାନେ ସଫଳତା ପ୍ରାପ୍ତ କରିବେ।

ତୁଳା– ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ନିଜକୁ ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ କୃତ କାର୍ଯ୍ୟ ହେବେ। ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ କରିବେ।

You Might Also Like

୧୦ ବର୍ଷ ପରେ ପ୍ରଥମ ଥର ପାଇଁ ପରିବର୍ତ୍ତନ ହେଲା Googleର ନୂଆ ଲୋଗୋ

ପାକିସ୍ତାନ ଉପରେ ଏୟାରଷ୍ଟ୍ରାଇକ; ଅପରେସନ ଦେଖୁଥିଲେ ମୋଦି

ଗ୍ରୀଷ୍ମଋତୁରେ ଆଖୁରସ କେତେ ସୁରକ୍ଷିତ ଜାଣନ୍ତୁ ?

ଅଁଳାକୁ ଡାଏଟରେ ସାମିଲ କରନ୍ତୁ

ରାଶି ଅନୁସାରେ ଜାଣନ୍ତୁ କର୍ମ କ୍ଷେତ୍ରରେ କିପରି କଟିବ ଆଜିର ଦିନ

TAGGED:#rashifal#UTKALA KHABARAstrologyHoroscope 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?