Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୨ ତାରିଖ ଶୁକ୍ରବାର ଥିବାରୁ କେମିତି କଟିବ ଆଜିର ଦିନ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ମେ ୨ ତାରିଖ ଶୁକ୍ରବାର ଥିବାରୁ କେମିତି କଟିବ ଆଜିର ଦିନ ଜାଣନ୍ତୁ

utkala khabar
Last updated: May 2, 2025 11:14 am
utkala khabar
Published May 2, 2025
Share
SHARE

ଧନୁ– ଦିନଟି ଭଲ ଫଳ ଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ହେବ। ଆୟର ଯୋଗ ରହିଛି। କାହାକୁ ଉଧାର ଦିଅନ୍ତୁ ନାହିଁ। ଖୁସିର ବାର୍ତ୍ତା ମିଳିବ।

ମକର– ବାକିଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେବ। ପରିବାରରେ ଶୁଭ କର୍ମ ହେବ। ବ୍ୟବସାୟୀମାନେ ଲାଭବାନ ହେବେ।

କୁମ୍ଭ– ଭାଗ୍ୟର ସାଥ ମିଳିବ। ବାକିଥିବା କାର୍ଯ୍ୟ ସମାପ୍ତ ହେବ ରାଜନୀତିରେ ନୂଆ ଆଶା ଦେଖାଦେବ। ମିତ୍ରଙ୍କ ସହ ଭ୍ରମଣରେ ଯାଇପାରନ୍ତି। ବ୍ୟବସାୟରେ  ଅଧିକ ଲାଭ ମିଳିବ। ଗୃହକୁ ବନ୍ଧୁଙ୍କ ଆଗମନ ହେବ।

ମୀନ– ଦିନଟିରେ ସାମାନ୍ୟ କଳହ ଯୋଗ ରହିବ। ବ୍ୟବସାୟରେ  ନୂତନ କାର୍ଯ୍ୟ ଆରମ୍ଭ ହେବ। ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ଛାତ୍ରଛାତ୍ରୀମାନେ ମଧ୍ୟମ ଫଳ ପ୍ରାପ୍ତ କରିବେ ।

ମେଷ– ତୃତୀୟ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। କ୍ୟାରିୟର ଆଗକୁ ନେବା ପାଇଁ ଦିନଟି ବହୁତ ଭଲ ରହିଛି। ରୋଜଗାର ସାମାନ୍ୟ ରହିବ। ପରିବାରରେ ଖୁସି ଲାଗି ରହିବ। ଛାତ୍ରଛାତ୍ରୀମାନେ ମଧ୍ୟମ ଫଳ ପ୍ରାପ୍ତ କରିବେ ।

ବୃଷ– ପର ଚର୍ଚ୍ଚାରେ ସମୟ ଅତିବାହିତ କରିବେ। ଅର୍ଥ ବ୍ୟୟର ଯୋଗ ରହିଛି। ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେବ। ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିବ। ଛାତ୍ରଛାତ୍ରୀମାନେ ଏତେ ଉତ୍ତମ ଫଳ ପ୍ରାପ୍ତ କରିବେ ନାହିଁ।

ମିଥୁନ– ରାଶିରେ ଆପଣଙ୍କର ଶ୍ରୀ ଚନ୍ଦ୍ର। ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଧନ ଲାଭର ଯୋଗ ରହିଛି। ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଉଚ୍ଚସମ୍ମାନର ଅଧିକାରୀ ହେବେ। ଛାତ୍ରଛାତ୍ରୀମାନେ ଉତ୍ତୀର୍ଣ୍ଣ ହେବେ।

କର୍କଟ– ଉଚ୍ଚ ପଦପଦବୀରେ ସମ୍ମାନିତ ହେବେ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ। ଅଟକିଥିବା କାର୍ଯ୍ୟର ପୁନରାରମ୍ଭ ହେବ। ପରିବାରର ଧ୍ୟାନ ରଖିବେ। ବିଦ୍ୟାର୍ଥୀମାନେ ସଫଳ ହେବେ।

ସିଂହ– ଦିନଟି ବହୁତ ଭଲ ରହିଛି। ବ୍ୟବସାୟରେ ଖ୍ୟାତି ଓ ଉନ୍ନତି ମିଳିବ। ନିଜ କର୍ମକୁ ଠିକ୍ ସମୟରେ ସଂପୂର୍ଣ୍ଣ କଲେ ଉତ୍ତମ ଫଳ ଲାଭ ହେବ। ସାମାଜିକ କଲ୍ୟାଣ ପାଇଁ ମନୋନିବେଶ କରିବେ। ବୈବାହିକ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନଙ୍କର ଭ୍ରମଣ ଯୋଗ ରହିଛି।

କନ୍ୟା– ପ୍ରଶଂସାର ପାତ୍ର ହେବେ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନର ଭବିଷ୍ୟତ ପାଇଁ ଧନ ନିବେଶ କରିବେ। ଉଧାର ଦେଇଥିବା ଟଙ୍କା ଫେରସ୍ତ ମିଳିପାରେ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି ।

ତୁଳା– ଦିନଟି ବହୁତ ଭଲରେ କଟିବ। ସେବା ପୂଜାରେ ମନୋନିବେଶ କରିବେ। ଚାକିରିରେ ପ୍ରଶଂସା ମିଳିବ । ପାରିବାରିକ ଜୀବନ ସାମାନ୍ୟ ରହିବ। ବ୍ୟବସାୟରେ ଧୀର ପ୍ରଗତି ହେବ। ବନ୍ଧୁଙ୍କ ସହ ଭ୍ରମଣ ଯୋଗ ରହିଛି। ନୂଆ ସଂପତ୍ତି କ୍ରୟ କରିବେ ।

ବିଛା– ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ। ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଚାକିରିରେ ଉନ୍ନତି ଯୋଗ ରହିଛି। ସଭାରେ ସମ୍ମାନିତ ହେବେ। ପ୍ରେମ ସମ୍ପର୍କରେ ଖୁସି ଖବର ମିଳିବ। ଛାତ୍ରଛାତ୍ରୀମାନେ ଏତେ ଭଲ ଫଳ ପ୍ରଦାନ କରିବେ ନାହିଁ।

You Might Also Like

ହିମାଚଳରୁ ବହିକି ପାକିସ୍ତାନକୁ ଯାଇଥିବା ତିନୋଟି ନଦୀର ଲମ୍ବ କେତେ?

ଆଲିଆ-ରଣବୀର ପାଳନ କଲେ ଥାର୍ଡ ମ୍ୟାରେଜ୍ ଆନିଭର୍ସରି

ମେ ୧ ତାରିଖରୁ ବଦଳିବ ଏହି ସବୁ ନିୟମ

ମେ’ ପହିଲାରୁ ୩ ମାସ ବନ୍ଦ ରହିବ ଭିତରକନିକା

LOCରେ ପାକିସ୍ତାନର ଗୁଳିମାଡ଼, ମୁହଁତୋଡ ଜବାବ ଦେଲା ଭାରତୀୟ ସେନା

TAGGED:#rashifal#UTKALA KHABARHoroscope 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?