Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଏପ୍ରିଲ ୨୯ ତାରିଖ ମଙ୍ଗଳବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଏପ୍ରିଲ ୨୯ ତାରିଖ ମଙ୍ଗଳବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ

utkala khabar
Last updated: April 29, 2025 10:53 am
utkala khabar
Published April 29, 2025
Share
SHARE

ମକର– ଘାତ ଚନ୍ଦ୍ର ରହିଥିବାରୁ କିଛି ମାନସିକ ସମସ୍ୟା ଦେଖା ଦେଇପାରେ । ମନୋବଳ ଦୃଢ଼ ରହିବେ । କାର୍ଯ୍ୟରେ ସଫଳତା ଡେରିରେ ମିଳିବ । ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ । ପରିବାରରେ ମନୋମାଳିନ୍ୟା ଲାଗି ରହିବ  ।

କୁମ୍ଭ– ଆନନ୍ଦ ଉତ୍ସାହର ସହିତ ଦିନଟି ଅତିବାହିତ ହେବ । ଧନ ପ୍ରାପ୍ତି ଯୋଗ ରହିଛି । ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ଦେଇଥିବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାର ଯୋଗ ଅଛି । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ ଲାଭ ଯୋଗ ରହିଛି ।

ମୀନ– ଦିନଟି ଉତ୍ତମ ଫଳ ଦେବ । ମନ ପ୍ରସନ୍ନ ରହିବ । ବ୍ୟବସାୟରେ ବୃଦ୍ଧି ହେବ । ଅଧିକ ପରିଶ୍ରମ ମଧ୍ୟ ଆଜି କରିବାକୁ ପଡ଼ିପାରେ । ଭ୍ରମଣ ଯୋଗ ରହିଛି । ପରିବାରରେ ଶତ୍ରୁ ଭୟ ଦେଖା ଦେଇପାରେ । ବିଦ୍ୟାର୍ଥୀମାନେ ଉଚ୍ଚାଭିଳାସୀ ହେବେ ।

ମେଷ– ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ । ଧନ ପ୍ରାପ୍ତି ର ଯୋଗ ରହିଛି । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଗୃହରେ ଆନନ୍ଦର ମାହୋଲ ଦେଖାଯିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟ ମଧ୍ୟମ ଫଳ ଦେବ ।

ବୃଷ– ମାନ ହାନି ହେବା ସହ ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଅଶାନ୍ତି କିଛି ମାତ୍ରାରେ ଦେଖାଦେବ । ନୂତନ କାର୍ଯ୍ୟାରମ୍ଭ ପାଇଁ ଦିନଟି ଖୁବ ଭଲ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି କଷ୍ଟଦାୟକ ହେବ ।

ମିଥୁନ– ଦିନଟି ଉତ୍ତମ ଫଳ ଦେବ । ମନ ପ୍ରଫୁଲ୍ଲ ରହିବ । ନୂତନ ଯାନବାହାନ କ୍ରୟ କରିପାରନ୍ତି । ଅର୍ଥ ପ୍ରାପ୍ତିର ଯୋଗ ରହିଛି । ବ୍ୟବସାୟରେ ବୃଦ୍ଧି ହେବ । ପରିବାରରେ କିଛି ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେଇପାରେ ।

କର୍କଟ–  ସ୍ଵାସ୍ଥ୍ୟଗତ ସମସ୍ୟା ଯୋଗୁଁ ଖର୍ଚ୍ଚାନ୍ତ ହେବେ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ମନ ଅଶାନ୍ତି ରହିବ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ବନ୍ଧୁଙ୍କୁ ପାଇ ଖୁସି ହେବେ ।

ସିଂହ– ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ସନ୍ତାନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତାରେ ପଡ଼ିପାରନ୍ତି । ସମ୍ପତ୍ତିରେ ବୃଦ୍ଧି ହୋଇପାରେ । ବ୍ୟବସାୟରେ ସାମାନ୍ୟ ମାନ୍ଦାବସ୍ଥା ଦେଖାଦେବ । ବିଦ୍ୟାର୍ଥୀମାନେ ନୂତନ ପ୍ରୟାସ କରିବେ।

କନ୍ୟା– ଦିନଟି ଆପଣଙ୍କୁ ଏତେ ମାତ୍ରାରେ ଭଲ ଭଲ ଦେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ଦ୍ଵନ୍ଦ ଲାଗି ରହିବ । ମିତ୍ରଙ୍କ ସହଯୋଗ ମିଳିବ, ହେଲେ ମଧ୍ୟ ବ୍ୟବସାୟରେ ଅଧିକ ପରିଶ୍ରମ ଯୋଗ ରହିଛି । ପରିବାରରେ କଳହ ହୋଇପାରେ ।

ତୁଳା– ଦିନଟି ଉତ୍ତମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ତତ୍ପର ହେବେ । ଆୟ ବୃଦ୍ଧି ହେବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ । ଅର୍ଥ ନିବେଶ କରିବା ପାଇଁ ଦିନଟି ଉତ୍ତମ ରହିଛି । ବିଦ୍ୟାର୍ଥୀମାନେ ଅନେକ ଲାଭବାନ ହେବେ ।

ବିଛା– ନିଜକୁ ଦୃଢ଼ ରଖିଲେ ଦିନଟି ବହୁତ ଭଲରେ କଟିବ । ଉନ୍ନତିର ନୂଆ ବାଟ ଦେଖାଯିବ । ଆୟ ବୃଦ୍ଧି ହେବ । ନୂତନ କାର୍ଯ୍ୟ କିମ୍ବା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ ରହିଛି । ଛାତ୍ରଛାତ୍ରୀମାନେ ମନରେ ବିଶ୍ୱାସ ରଖନ୍ତୁ ।

ଧନୁ– ଦିନଟି ମଧ୍ୟମ ଫଳ ଦେବ । ଅଟକିଥିବା କାର୍ଯ୍ୟର ପୁଣି ଆରମ୍ଭ କରିବେ। ପତି ପତ୍ନୀଙ୍କ ମଧ୍ୟରେ ସମନ୍ବୟ ରହିବ। ମିତ୍ରଙ୍କ ଦ୍ଵାରା ଆୟ ଯୋଗ ମଧ୍ୟ ରହିଛି । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

You Might Also Like

ଚଣ୍ଡିଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଝରକା କବାଟ ବନ୍ଦ କରି ଲୋକଙ୍କୁ ଘରେ ରହିବାକୁ ପରାମର୍ଶ

ରାତିରେ ଲାଇଟ୍ ଲଗେଇକି ଶୋଉଛନ୍ତି କି? ହୋଇଯାଆନ୍ତୁ ସତର୍କ

ବିରାଟଙ୍କ ସହ ବିବାଦ ମଧ୍ୟରେ ରାହୁଲଙ୍କୁ ଅନ୍‌ଫଲୋ କଲେ ଚହଲ-ପାଣ୍ଡ୍ୟା

ଆତଙ୍କବାଦୀ ଆକ୍ରମଣର ଗୋଟିଏ ଦିନ ପୂର୍ବରୁ ପହଲଗାମରେ ଥିଲେ ଏହି ଟିଭି କପଲ୍

ଟେଷ୍ଟ କ୍ରିକେଟରୁ ଅବସର ନେଲେ ଭାରତୀୟ କ୍ରିକେଟର ବିରାଟ କୋହଲି

TAGGED:#horoscope2025#rashifal#UTKALA KHABAR
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?