Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଶେଷମାସ ଏପ୍ରିଲ ୩୦ ତାରିଖ ବୁଧବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଶେଷମାସ ଏପ୍ରିଲ ୩୦ ତାରିଖ ବୁଧବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ

utkala khabar
Last updated: April 30, 2025 11:26 am
utkala khabar
Published April 30, 2025
Share
SHARE

କନ୍ୟା– ନିଜ କର୍ମରେ ବହୁତ ବ୍ୟସ୍ତ ରହିବେ। ବିରୋଧୀମାନେ ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ଘନିଷ୍ଠ ବନ୍ଧୁଙ୍କ ସହ କିଛି ସମୟ ଅତିବାହିତ କରିବେ। ଧନ ପ୍ରାପ୍ତିର ଯୋଗ ରହିଛି। ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ ।

ତୁଳା– କର୍ମ କ୍ଷେତ୍ରରେ ଧ୍ୟାନର ସହ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ। କିଛି ନୂଆ ସୁଯୋଗ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କର୍ମ ଚଞ୍ଚଳ ରହିବେ ।

ବିଛା– କର୍ମ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ କରିବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ। ପ୍ରେମ ସମ୍ପର୍କ ସୁଦୃଢ଼ ହେବ। ବ୍ୟବସାୟରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।

ଧନୁ– ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ସମ୍ପର୍କ ଭଲ ରହିବ । ଦେହ ସାମାନ୍ୟ ରୋଗଗ୍ରସ୍ତ ହୋଇପାରେ। ପରିବାରରେ ପତ୍ନୀଙ୍କ ସହ କଳହ ଯୋଗ ରହିଛି। ବ୍ୟବସାୟୀମାନେ ଏତେ ଲାଭ ପାଇବେ ନାହିଁ । ଭ୍ରମଣ ଯୋଗୁ ଆଳସ୍ୟ ଯୋଗ ରହିଛି ।

ମକର– ଲାଗି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶାରୀରିକ ଓ ମାନସିକ ଖୁସି ମିଳିବ। ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରିବେ। ସ୍ବାସ୍ଥ୍ୟରେ କିଞ୍ଚିତ ସମସ୍ୟା ଦେଖାଦେବ। ପତ୍ନୀଙ୍କ ସହ ମନୋମାଳିନ୍ୟ ହେବାର ସମ୍ଭାବନା ରହିଛି।

କୁମ୍ଭ– କର୍ମ କ୍ଷେତ୍ରରେ କିଛି ନୂଆ କରିବା ପାଇଁ ନିଜେ ପଦକ୍ଷେପ ନେଇପାରନ୍ତି। ଭ୍ରମଣ ସମୟରେ ସତର୍କତା ରକ୍ଷା କରନ୍ତୁ । ପ୍ରେମ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିଛି ।

ମୀନ– ଧନ ଉପାର୍ଜନ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିଛି। କିଛି ପୂର୍ବ ସମସ୍ୟାକୁ ନେଇ ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଖାଦ୍ୟରେ ନିୟନ୍ତ୍ରଣ ରଖନ୍ତୁ । ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ। ପ୍ରେମ ସମ୍ପର୍କ ନିବିଡ଼ ହେବ।

ମେଷ– ନିବେଶ କରିଥିବା ଧନରୁ ଲାଭ ପାଇପାରିବେ। ପରିବାରରେ ସାମାନ୍ୟ କଳହ ଯୋଗ ରହିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ । ପ୍ରେମ ସମ୍ପର୍କ ସୁଦୃଢ଼ ହେବ।

ବୃଷ– କର୍ମ କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ। ଅଧିକ ପରିଶ୍ରମ ଯୋଗୁ ଆଳସ୍ୟର ବଶବର୍ତ୍ତୀ ହେବେ। ସ୍ବାସ୍ଥ୍ୟରେ କିଛି ସମସ୍ୟା ଉପୁଜିବାର ସମ୍ଭାବନା ଅଛି। ପ୍ରେମ ସମ୍ପର୍କରେ ଉନ୍ନତି ଘଟିବ। ଛାତ୍ରଛାତ୍ରୀମାନେ ଫଳକୁ ନେଇ ଉତ୍ସାହିତ ରହିବେ ।

ମିଥୁନ– କିଛି ଶାରୀରିକ ସମସ୍ୟା ଦେଖାଦେବ। ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ। କର୍ମ କ୍ଷେତ୍ରରେ ଆଳସ୍ୟ ଦେଖାଦେବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ବହୁତ ଲାଭଦାୟକ ରହିଛି। ଚାଷୀମାନେ ଉପଯୁକ୍ତ ପରିଶ୍ରମର ମୂଲ୍ୟ ପାଇବେ।

କର୍କଟ–  କର୍କଟ ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଶ୍ରୀ ଚନ୍ଦ୍ର। ଦେହ ମନ ଭଲ ରହିବ। ପରିଶ୍ରମର ଫଳ ବହୁତ ଭଲ ରହିବ। ଭବିଷ୍ୟତ ପାଇଁ କିଛି ବଡ଼ ନିଷ୍ପତ୍ତି ନେବେ। ବ୍ୟବସାୟରେ ଲାଭ ଯୋଗ ରହିଛି।

ସିଂହ–  ବାହାରକୁ ଯାତ୍ରା କରିବାର ଯୋଗ ରହିଛି। ଯାତ୍ରା ସମୟରେ ଆଶୀର୍ବାଦ ନେଇ ଯାଆନ୍ତୁ। କର୍ମ କ୍ଷେତ୍ରରେ ବାଧା ଉପୁଜିପାରେ । ଦାମ୍ପତ୍ୟ ଜୀବନରେ ମନୋମାଳିନ୍ୟ ଦେଖାଯିବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ।

You Might Also Like

ଜାଣନ୍ତୁ ଆଜିର କେମିତି କଟିବ ଆପଣଙ୍କ ଦିନ

ଏପ୍ରିଲ ୦୮ ତାରିଖ, ମଙ୍ଗଳବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ

ଏପ୍ରିଲ ୧୦ ତାରିଖ ଗୁରୁବାର, ଜାଣନ୍ତୁ କେମିତି ରହିବ ଆଜିର ଦିନ

ଆଜି ଏହି ରାଶିର ଲୋକଙ୍କ ମନ ଖୁସି ରହିବ

ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ

TAGGED:#rashifal30th AprilHoroscope 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?