Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିର ଦିନଟି କେମିତି କଟିବ ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଆଜିର ଦିନଟି କେମିତି କଟିବ ଜାଣନ୍ତୁ

utkala khabar
Last updated: May 16, 2025 1:02 pm
utkala khabar
Published May 16, 2025
Share
SHARE

ମେଷ -ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ। ପରିବାରରେ ସୁଖ ଶାନ୍ତି ଲାଗି ରହିବ । ବ୍ୟବସାୟରେ ଭଲ ଫଳ ମିଳିବ ।

ବୃଷ – ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ର ଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ। ବ୍ୟବସାୟରେ ଆଗକୁ ବଢ଼ିବେ । ଦମ୍ପତିମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି ।

ମିଥୁନ -କୌଣସି ବାହ୍ୟ ସ୍ଥାନରୁ ସମ୍ମାନ ମିଳିପାରେ । ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ। ଚାକିରି କ୍ଷେତ୍ର ସାମାନ୍ୟ ରହିବ । ବ୍ୟବସାୟରେ ନିବେଶ କରନ୍ତୁ ନାହିଁ । ପ୍ରେମ ସମ୍ପର୍କ ନିବିଡ଼ ହେବ ।

କର୍କଟ – ଦିନଟି ସଂପୂର୍ଣ୍ଣ ଭଲରେ କଟିବ । ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ଭ୍ରମଣ ଯୋଗ ରହିଛି । ମନରେ ସାମାନ୍ୟ ଗ୍ଲାନି ଦେଖା ଦେଇ ପାରେ । ପାରିବାରିକ ଜୀବନ ସୁଖ ମୟ ହେବ ।

ସିଂହ – ଦିନଟି ଅତ୍ୟନ୍ତ ଖୁସି ଖବର ଦେବ । ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତା ଙ୍କ ଆଶୀର୍ବାଦ ମିଳିବ ।

କନ୍ୟା – ଦିନଟି ଭଲ ଫଳ ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ନୂତନ ବ୍ୟବସାୟ ଆରମ୍ଭ କଲେ ଶୁଭ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ତୁଳା – ନୂତନ ଚାକିରିରେ ଯୋଗଦାନ ଦେଇଥିବା ବ୍ୟକ୍ତି ଙ୍କୁ ନୂଆ ସୁଯୋଗ ସୃଷ୍ଟି ହେବା । ଧାର ଦେଇଥିବା ପଇସା ଆପଣ ଫେରସ୍ତ ପାଇବେ । ନୂତନ ବସ୍ତୁ କ୍ରୟ କରିବେ ।

ବିଛା – ଆର୍ଥିକ ସ୍ଥିତି  ସ୍ୱଚ୍ଛଳ ରହିବ । ଛାତ୍ର ଛାତ୍ରୀ ମାନେ କୃତ କାର୍ଯ୍ୟ ହେବେ । ଦମ୍ପତି ମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ  ଆରମ୍ଭ କରି ପାରନ୍ତି । ଭ୍ରମଣ ର ଯୋଗ ରହିଛି ।

ଧନୁ – ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । ପୈତୃକ ସମ୍ପତିକୁ ନେଇ ବିବାଦ ଲାଗି ପାରେ ।

ମକର – କର୍ମରେ ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତି ଯୋଗ ରହିଛି । ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି । ଶତ୍ରୁ ଙ୍କ ଠାରୁ ଦୂରତା ରକ୍ଷା କରନ୍ତୁ ।   ନିବେଶ ପାଇଁ ଦିନଟି ଉତ୍ତମ ରହିଛି ।

କୁମ୍ଭ –  ଦିନଟି ଆପଣଙ୍କୁ  ମଧ୍ୟମ ଫଳ ପ୍ରାପ୍ତ କରାଇବ।ନିର୍ଣ୍ଣୟ ଆପଣଙ୍କ ପକ୍ଷ ରେ ରହିବ । ସାମାନ୍ୟ ମାନସିକ ଆସନ୍ତି ଏଜ୍ୟ ଦେବ । କିନ୍ତୁ ନିଜ ନିଅନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ ।

ମୀନ -କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକି ଥିବା କାର୍ଯ୍ୟର ପୁନ ଆରମ୍ଭ କରିବେ ।ଛାତ୍ର ଛାତ୍ରୀ ମାନେ ନିଜ କାର୍ଯ୍ୟ ରେ ମନୋନିବେଶ କରିବେ।

You Might Also Like

ଖୁବଶୀଘ୍ର ଆରମ୍ଭ ହେବ ଇଣ୍ଡିଆନ ପ୍ରିମିଆର ଲିଗ ୨୦୨୫ ମ୍ୟାଚ

ମୁଖ୍ୟମନ୍ତ୍ରୀ ବସ୍ ସେବା; ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦% ରିହାତି

କଲମା ପଢ଼ି ନପାରିବାରୁ ଶୁଭମଙ୍କୁ ଗୁଳି କରି ମାରିଲେ ଆତଙ୍କବାଦୀ

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

‘ଫେରି ଯାଇ ମୋଦିଙ୍କୁ କୁହନ୍ତୁ’ ,କାଶ୍ମୀରର ପହଲଗାମରେ ମୃତ ପର୍ଯ୍ୟଟକଙ୍କ ପତ୍ନୀଙ୍କୁ କହିଲେ ଆତଙ୍କବାଦୀ

TAGGED:#horoscope2025#rashifal#UTKALA KHABARAstrology News
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?