Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କେମିତି କଟିବ ଆଜିର ଦିନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

କେମିତି କଟିବ ଆଜିର ଦିନ

utkala khabar
Last updated: May 28, 2025 11:08 am
utkala khabar
Published May 28, 2025
Share
SHARE

ମେଷ– ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ରହିବେ। ମୁଣ୍ଡ ବିନ୍ଧା ଭଳି ରୋଗ ଦେଖା ଦେଇପାରେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି।

ବୃଷ– ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ଜରୁରୀ ବସ୍ତୁ କ୍ରୟ କରିବେ। ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି। ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ।

ମିଥୁନ– ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି। ବନ୍ଧୁମାନଙ୍କ ସହ ଆମୋଦ ପ୍ରମୋଦରେ ଦିନଟି କାଟିବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି।

କର୍କଟ–  ନୂଆ ଚାକିରି ପ୍ରାପ୍ତ ହୋଇପାରେ। କେହି ନିଜ କର୍ମରୁ ହଟି ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି। ସତର୍କ ରୁହନ୍ତୁ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।

ସିଂହ– ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ। ଅଳଙ୍କାର କ୍ରୟ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ।

କନ୍ୟା– ନିଜକୁ ଭାଗ୍ୟବାନ ମନେ କରିବେ। ସର୍ବ କାର୍ଯ୍ୟରେ ଉନ୍ନତି ଘଟିବ। ସ୍ବାସ୍ଥ୍ୟ ସମସ୍ୟାର ସଂପୂର୍ଣ୍ଣ ନିରାକରଣ ହେବ। ପରିବାରରେ ହସ ଖୁସିର ମହୋଲ ଲାଗି ରହିବ।

ତୁଳା– ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି  ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ କୃତ କାର୍ଯ୍ୟ ହେବେ।

ବିଛା– କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ। ସୁଖ ହାନି ଘଟିପାରେ। ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମାନେ କରିପାରନ୍ତି।

ଧନୁ– କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି। ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା ମିଳିବ।

ମକର– ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। ଅଳ୍ପ କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ।

କୁମ୍ଭ– ସହ କର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ।

ମୀନ– ସବୁ କର୍ମରେ ସଂପୂର୍ଣ୍ଣ ଯୋଗଦାନ ଦେବେ। ଅନେକ ବାଧାବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟମ ଫଳ ପ୍ରାପ୍ତ ହେବ। ଉଚ୍ଚ ପଦବୀ ମିଳିବାର ଯୋଗ ଅଛି।

You Might Also Like

୪ ଦିନିଆ ରିମାଣ୍ଡରେ ଜ୍ୟୋତି ମାଲହୋତ୍ରା, ମାରାଥନ ଜେରା କରୁଛି ତଦନ୍ତକାରୀ ଟିମ

ଆତଙ୍କୀ ଭୟ; ସାରା ରାତି ପୁରୀରେ ଚେକିଂ ଏବଂ ବ୍ଲକିଂ

ଆସନ୍ତା ୨୪ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ, ଆଜି ବି ବର୍ଷିବ

ଶେଷମାସ ଏପ୍ରିଲ ୩୦ ତାରିଖ ବୁଧବାର ପଡ଼ୁଥିବାରୁ ଆଜିର ଦିନଟି କେମିତି କଟିବ

ତିନିବର୍ଷ ପାଇଁ ବାସନ୍ଦ ହେଲେ ଶ୍ରୀସନ୍ଥ

TAGGED:#astrologer#rashifal#UTKALA KHABARAstrology NewsHoroscope 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?