ମେଷ– ତୃତୀୟ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। କ୍ୟାରିୟରକୁ ଆଗକୁ ନେବା ପାଇଁ ଦିନଟି ବହୁତ ଭଲ ରହିଛି। ରୋଜଗାର ସାମାନ୍ୟ ରହିବ।
ବୃଷ– ପର ଚର୍ଚ୍ଚାରେ ସମୟ ଅତିବାହିତ କରିବେ। ଅର୍ଥ ବ୍ୟୟର ଯୋଗ ରହିଛି । ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେବ। ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ହୋଇପାରେ ।
ମିଥୁନ– ରାଶିରେ ଶ୍ରୀ ଚନ୍ଦ୍ର । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଧନ ଲାଭର ଯୋଗ ରହିଛି । ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଉଚ୍ଚସମ୍ମାନର ଅଧିକାରୀ ହେବେ।
କର୍କଟ– ଉଚ୍ଚ ପଦପଦବୀରେ ସମ୍ମାନିତ ହେବେ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ। ଅଟକିଥିବା କାର୍ଯ୍ୟର ପୁନରାରମ୍ଭ ହେବ।
ସିଂହ– ଦିନଟି ବହୁତ ଭଲ ରହିଛି। ବ୍ୟବସାୟରେ ଖ୍ୟାତି ଓ ଉନ୍ନତି ମିଳିବ। ନିଜ କର୍ମକୁ ଠିକ୍ ସମୟରେ ସଂପୂର୍ଣ୍ଣ କଲେ ଉତ୍ତମ ଫଳ ଲାଭ ହେବ। ସାମାଜିକ କଲ୍ୟାଣ ପାଇଁ ମନୋନିବେଶ କରିବେ।
କନ୍ୟା– ପ୍ରଶଂସାର ପାତ୍ର ହେବେ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନର ଭବିଷ୍ୟତ ପାଇଁ ଧନ ନିବେଶ କରିବେ। ଉଧାର ଦେଇଥିବା ଟଙ୍କା ଫେରସ୍ତ ମିଳିପାରେ।
ତୁଳା– ଦିନଟି ବହୁତ ଭଲରେ କଟିବ। ସେବା ପୂଜାରେ ମନୋନିବେଶ କରିବେ। ଚାକିରିରେ ପ୍ରଶଂସା ମିଳିବ । ପାରିବାରିକ ଜୀବନ ସାମାନ୍ୟ ରହିବ। ବ୍ୟବସାୟରେ ଧୀର ପ୍ରଗତି ହେବ।
ବିଛା– ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ। ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଉନ୍ନତି ଯୋଗ ରହିଛି। ସଭାରେ ସମ୍ମାନିତ ହେବେ। ପ୍ରେମ ସମ୍ପର୍କରେ ଖୁସି ଖବର ମିଳିବ।
ଧନୁ– ଦିନଟି ଭଲ ଫଳ ଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ହେବ। ଆୟର ଯୋଗ ରହିଛି। କାହାକୁ ଉଧାର ଦିଅନ୍ତୁ ନାହିଁ।
ମକର– ବାକିଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ।ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ। ପରିବାରରେ ଶୁଭ କର୍ମ ହେବ।
କୁମ୍ଭ– ଭାଗ୍ୟର ସାଥ ମିଳିବ। ବାକିଥିବା କାର୍ଯ୍ୟ ସମାପ୍ତ ହେବ । ରାଜନୀତିରେ ନୂଆ ଆଶା ଦେଖା ଦେବ। ମିତ୍ରଙ୍କ ସହ ଭ୍ରମଣରେ ଯାଇପାରନ୍ତି। ବ୍ୟବସାୟରେ ଅଧିକ ଲାଭ ମିଳିବ।
ମୀନ– ଦିନଟିରେ ସାମାନ୍ୟ କଳହ ଯୋଗ ରହିବ। ବ୍ୟବସାୟରେ ନୂତନ କାର୍ଯ୍ୟ ଆରମ୍ଭ ହେବ। ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।
ମେଷ– ତୃତୀୟ ଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। କ୍ୟାରିୟରକୁ ଆଗକୁ ନେବା ପାଇଁ ଦିନଟି ବହୁତ ଭଲ ରହିଛି। ରୋଜଗାର ସାମାନ୍ୟ ରହିବ। ପରିବାରରେ ଖୁସି ଲାଗି ରହିବ।
ବୃଷ– ପର ଚର୍ଚ୍ଚାରେ ସମୟ ଅତିବାହିତ କରିବେ। ଅର୍ଥ ବ୍ୟୟର ଯୋଗ ରହିଛି । ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେବ। ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ହୋଇପାରେ ।
ମିଥୁନ– ରାଶିରେ ଶ୍ରୀ ଚନ୍ଦ୍ର । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଧନ ଲାଭର ଯୋଗ ରହିଛି । ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଉଚ୍ଚସମ୍ମାନର ଅଧିକାରୀ ହେବେ।
କର୍କଟ– ଉଚ୍ଚ ପଦପଦବୀରେ ସମ୍ମାନିତ ହେବେ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ। ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ। ଅଟକିଥିବା କାର୍ଯ୍ୟର ପୁନରାରମ୍ଭ ହେବ।
ସିଂହ– ଦିନଟି ବହୁତ ଭଲ ରହିଛି। ବ୍ୟବସାୟରେ ଖ୍ୟାତି ଓ ଉନ୍ନତି ମିଳିବ। ନିଜ କର୍ମକୁ ଠିକ୍ ସମୟରେ ସଂପୂର୍ଣ୍ଣ କଲେ ଉତ୍ତମ ଫଳ ଲାଭ ହେବ।
କନ୍ୟା– ପ୍ରଶଂସାର ପାତ୍ର ହେବେ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନର ଭବିଷ୍ୟତ ପାଇଁ ଧନ ନିବେଶ କରିବେ। ଉଧାର ଦେଇଥିବା ଟଙ୍କା ଫେରସ୍ତ ମିଳିପାରେ।
ତୁଳା– ଦିନଟି ବହୁତ ଭଲରେ କଟିବ। ସେବା ପୂଜାରେ ମନୋନିବେଶ କରିବେ। ଚାକିରିରେ ପ୍ରଶଂସା ମିଳିବ । ପାରିବାରିକ ଜୀବନ ସାମାନ୍ୟ ରହିବ।
ବିଛା– ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ। ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଉନ୍ନତି ଯୋଗ ରହିଛି। ସଭାରେ ସମ୍ମାନିତ ହେବେ।
ଧନୁ– ଦିନଟି ଭଲ ଫଳ ଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ହେବ। ଆୟର ଯୋଗ ରହିଛି।
ମକର– ବାକିଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ।ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ।
କୁମ୍ଭ– ଭାଗ୍ୟର ସାଥ ମିଳିବ। ବାକିଥିବା କାର୍ଯ୍ୟ ସମାପ୍ତ ହେବ । ରାଜନୀତିରେ ନୂଆ ଆଶା ଦେଖା ଦେବ। ମିତ୍ରଙ୍କ ସହ ଭ୍ରମଣରେ ଯାଇପାରନ୍ତି।
ମୀନ– ଦିନଟିରେ ସାମାନ୍ୟ କଳହ ଯୋଗ ରହିବ। ବ୍ୟବସାୟରେ ନୂତନ କାର୍ଯ୍ୟ ଆରମ୍ଭ ହେବ। ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ।