Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ

utkala khabar
Last updated: April 26, 2025 10:49 am
utkala khabar
Published April 26, 2025
Share
SHARE

କନ୍ୟା– ଆଜିର ଦିନଟି ଆପଣଙ୍କ ପାଇଁ ସୁଖମୟ ହେଉ ଚାକିରିରେ ଉନ୍ନତି ଯୋଗ ଅଛି । ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ତୁଳା– ଦିନଟି ମିଶ୍ର ଫଳ ପ୍ରଦାନ କରିବ । ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ । ଅଟକିଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି।

ବିଛା– ବିଶେଷ ଭାବେ ଭ୍ରମଣର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ । କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ ।

ଧନୁ– ପରିବାରରେ ଭଲ ଖବର ଶୁଣିବାକୁ ମିଳିବ । ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ । ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମକର– ରାଶି ପାଇଁ ମିଶ୍ର ଫଳ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉନ୍ନତି ହେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ– ଦିନଟିରେ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ । ମନୋବଳ ଦୃଢ଼ ରହିବ । ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ । ଜୀବନ ସାଥିଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ– ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ଅମନଯୋଗି ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ମେଷ– ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଲାଭର ସୁଯୋଗ ରହିଛି। ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।

ବୃଷ– ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତିପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖା ଦେଇପାରେ ।

ମିଥୁନ– କିଛି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ । ବ୍ୟବସାୟରେ ଉନ୍ନତି ହେବ । ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ ।

କର୍କଟ– ଦୂର ଯାତ୍ରା କରିବାର ଯୋଗ ରହିଛି । ବ୍ୟବସାୟ ଲାଭ ଜନକ ହେବ । ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକି ଥିବା ଧନର ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତୀର୍ଣ୍ଣ ହେବେ।

ସିଂହ– ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ । ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ରଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।

You Might Also Like

ଧର୍ମଶାଳାରୁ ଦିଲ୍ଲୀ ପହଞ୍ଚିଲେ ଆଇପିଏଲ ପଞ୍ଜାବ କିଙ୍ଗସ ଖେଳାଳି

ଓଜନ କମାଇବ କଞ୍ଚା କଦଳୀ, ଏହି ଉପାୟରେ ଖାଆନ୍ତୁ

କଳାଜାଇ କହିବ ଆପଣଙ୍କ ବ୍ୟକ୍ତିତ୍ଵ

କରଞ୍ଜିଆ ଉପଖଣ୍ଡରେ ଥମୁନି ହାତୀ ଆତଙ୍କ

ଆଜି ହେଉଛି ପବିତ୍ର ଶ୍ରବଣା ମକର ନକ୍ଷତ୍ର

TAGGED:#horoscope2025#rashifal#UTKALA KHABAR26th april
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?