Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଶନିବାର ଆଜିର ଦିନଟି କେମିତି କଟିବ ଆପଣଙ୍କର ଜାଣନ୍ତୁ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଶିଫଳ

ଶନିବାର ଆଜିର ଦିନଟି କେମିତି କଟିବ ଆପଣଙ୍କର ଜାଣନ୍ତୁ

utkala khabar
Last updated: May 17, 2025 10:24 am
utkala khabar
Published May 17, 2025
Share
SHARE

ତୁଳା– କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ । ଲାଗି ରହିଥିବା ବିବାଦର ସମାଧାନ ହେବ। ଦର୍ଶନୀୟ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି ।

ବିଛା– ମନରେ ବିଷାଦ ସୃଷ୍ଟି ହୋଇପାରେ ।ଈଶ୍ୱର ବିଶ୍ୱାସୀ ହେବେ । ମନ୍ଦିରକୁ ଦେବ ଦର୍ଶନ ନିମନ୍ତେ ଯାତ୍ରା କରିବେ । କିଛି ପୁରୁଣା ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି ।ବ୍ୟବସାୟ ମଧ୍ୟମ ହେବ।

ଧନୁ– ପେଟ ଜନିତ ସମସ୍ୟା ଦେଖା ଦେବ । ଆଣ୍ଠୁ ଗଣ୍ଠିରେ ଯନ୍ତ୍ରଣା ହୋଇପାରେ । ଆର୍ଥିକ ବ୍ୟୟ ହେବ । ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମନ ଅସୁବିଧାରେ ପଡ଼ିବ । ଆତ୍ମବିଶ୍ୱାସର ଅଭାବ ହେବ ।

ମକର– ଭୋଗ ବିଳାସରେ ଦିନଟି କଟିବ ।ସର୍ବ କାର୍ଯ୍ୟ ସିଦ୍ଧି ହେବ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ପରିବାରରେ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ ।

କୁମ୍ଭ– ଦୁଃସାହସିକ ପଦକ୍ଷେପ ନେବେ । ବ୍ୟବସାୟରେ ଲାଭ ହେବ । ମନ ପ୍ରଫୁଲ୍ଲ ରହିବ ।ବନ୍ଧୁ ମାନଙ୍କ ସହ ସମୟ କାଟିବେ । ବିବାହ ପ୍ରସ୍ତାବ ଆସିବ । ବିଦ୍ୟାର୍ଥୀ ମାନେ ପାଠରେ ଅଧିକ ମନୋନିବେଶ କରିବେ।

ମୀନ– ଆତ୍ମ ସଂଯମ ହୋଇ କାର୍ଯ୍ୟ କରନ୍ତୁ । ଅର୍ଥ ବିଷୟକ ଚିନ୍ତା ବୃଦ୍ଧି ପାଇବ । ଶତ୍ରୁ ଭୟ ରହିବ । ଆୟ ଠାରୁ ବ୍ୟୟ ଅଧିକ ରହିବ । ଭ୍ରମଣ ଯୋଗୁଁ ଖର୍ଚ୍ଚାନ୍ତ ହେବେ । ଗ୍ୟାସ ଜନିତ ସମସ୍ୟା ହୋଇପାରେ ।

ମେଷ– କୌଣସି ସ୍ଥାନରେ ପରାଜୟ ହାସଲ କରିପାରନ୍ତି । ଯାନ ବାହାନରେ ନିହାତି ସତର୍କତା ଅବଲମ୍ବନ କରନ୍ତୁ । ମନ ସାମାନ୍ୟ ଅଶାନ୍ତ ରହିବ । ପତିପତ୍ନୀଙ୍କ ମଧ୍ୟରେ କଳହର ଯୋଗ ରହିଛି ।

ବୃଷ– କରିଥିବା ଭଲ କର୍ମର ଫଳ ପ୍ରାପ୍ତ ହେବ । ବ୍ୟାପାରରେ ଅଧିକ ଲାଭ ଯୋଗ ରହିଛି ।ପୁରୁଣା ଋଣ ପରିଶୋଧ କରିବାକୁ ସକ୍ଷମ ହେବେ ।ଅଟକି ରହିଥିବା ଧନ ପ୍ରାପ୍ତ ହେବ ।

ମିଥୁନ– ଦୁଶ୍ଚିନ୍ତା ଗ୍ରସ୍ତ ହୋଇ ରହିବେ । ଆର୍ଥିକ ବ୍ୟୟ ହେବ । ବହୁ ପରିଶ୍ରମରେ ଅଳ୍ପ ଲାଭ । ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବ।ଚାଲୁଥିବା କାର୍ଯ୍ୟ ଅଧାରୁ ଅଟକି ଯାଇପାରେ ।

କର୍କଟ– ଶ୍ରୀ ଚନ୍ଦ୍ର ହେତୁ ପରିବାରରେ ସୁଖ ସମୃଦ୍ଧି ଲାଗି ରହିବ ।ଦିନଟି ଖୁସିରେ କଟିବ। ବିଦ୍ୟାର୍ଥୀମାନେ ଲାଭବାନ ହେବେ । ଚାକିରିରେ ଚାପ ବୃଦ୍ଧି ପାଇପାରେ | ଲାଗିଥିବା ସମସ୍ୟାର ସମାଧାନ ହେବ ।

ସିଂହ– ପଥରୋଧ ହେବାର ସମ୍ଭାବନା ରହିଛି । ଅନାବଶ୍ୟକ ବ୍ୟୟରେ ପଡ଼ିପାରନ୍ତି । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।

କନ୍ୟା– ମନ ପ୍ରସନ୍ନ ରହିବା ସହ ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ଜୀବନ ସୁଖମୟ ହେବ ।ଅଯଥା କଳହ କରନ୍ତୁ ନାହିଁ । ସମାଜରେ ନିଜ ନାମକୁ ପ୍ରତିଷ୍ଠା କରିପାରିବେ ।ବ୍ୟବସାୟ ପାଇଁ ଦିନଟି ଭଲ ରହିଛି ।

 

You Might Also Like

୨୪ ଟଙ୍କା କମିଲା LPG ସିଲିଣ୍ଡର ଦାମ୍

ଆଜି ଶନିବାର ଦିନଟି କେମିତି କଟିବ ଜାଣନ୍ତୁ

ଜାଣନ୍ତୁ ଆପଣଙ୍କ ପାଇଁ ଆଜିର ଦିନଟି କେମିତି କଟିବ

ଭାରତ-ପାକିସ୍ତାନ ବିବାଦ ପରେ ୯୦୦ ପଏଣ୍ଟ୍‌ ଖସିଲା ସେନ୍‌ସେକ୍ସ

ତ୍ୱଚାରେ ଚମକ ଆଣିଥାଏ ନଡ଼ିଆ କ୍ଷୀର, ଆସନ୍ତୁ ଜାଣିବା ଏହାକୁ କିପରି ବ୍ୟବହାର କରିବା

TAGGED:#horoscope#rashifal2025#UTKALA KHABARAstrologer NewsAstrology News
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?