Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଜୀବନଚର୍ଯ୍ୟା

କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ

utkala khabar
Last updated: May 10, 2025 2:50 pm
utkala khabar
Published May 10, 2025
Share
SHARE

ଚିଆ ସିଡ୍ସ ଓ ଲେମ୍ବୁ ରସ ଖୁବ୍ ଉପକାରୀ। ଓଜନ ହ୍ରାସ କ୍ଷେତ୍ରରେ ଉଭୟଙ୍କ ଅବଦାନ ଅତୁଳନୀୟ। ଚିଆ ସିଡ୍ସ ଏବଂ ଲେମ୍ବୁ ମିଶ୍ରଣ ଶରୀର ପାଇଁ ଏକ ସୁପରଫୁଡ୍ ଭାବରେ କାର୍ଯ୍ୟ କରେ। ଏହି ଦୁଇଟି ସାମଗ୍ରୀକୁ ଏକାଠି ପିଇବା ଦ୍ୱାରା ଏହାର ପୋଷକ ତତ୍ତ୍ୱ ବହୁଗୁଣିତ ହୋଇଯାଏ। ଓଜନ ହ୍ରାସ କରିଥାଏ ।

ଚିଆ ସିଡ୍ସ ଏବଂ ଲେମ୍ବୁ ପାଣି ପିଇବାର ଫାଇଦା

କୋଲେଷ୍ଟ୍ରଲ ହ୍ରାସ କରିବା ଥାଏ ଚିଆ ସିଡ୍ସ । ଓମେଗା-୩ ଫ୍ୟାଟି ଏସିଡ୍ ମିଳିଥାଏ, ଯାହା ହୃଦୟକୁ ସୁସ୍ଥ ରଖିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା  ଗ୍ରହଣ କରିଥାଏ । ଚିଆ ସିଡ୍ସ ଖାଇବା ଦ୍ଵାରା ଖରାପ କୋଲେଷ୍ଟ୍ରଲ (LDL) ହ୍ରାସ ପାଇଥାଏ ଏବଂ ଭଲ କୋଲେଷ୍ଟ୍ରଲ (HDL) ବୃଦ୍ଧିରେ ସାହାଯ୍ୟ ହୋଇଥାଏ। ଏହା ଦ୍ୱାରା ହୃଦରୋଗ ହେବାର ଆଶଙ୍କା ମଧ୍ୟ କମିଯାଏ। ଏହା ବ୍ୟାତୀତ ଆଣ୍ଟିଅକ୍ସିଡାଣ୍ଟ ଏବଂ ଭିଟାମିନ୍ ସିରେ ଭରପୂର ଲେମ୍ବୁ ଅକ୍ସିଡେଟିଭ୍ ଚାପକୁ ହ୍ରାସ କରିଥାଏ। ରକ୍ତଚାପ ଉନ୍ନତ ହୁଏ ଏବଂ ହୃଦୟର ସ୍ୱାସ୍ଥ୍ୟ ମଧ୍ୟ ଭଲ ରହିଥାଏ।

ହଜମ ପ୍ରକ୍ରିୟାରେ ଉନ୍ନତି ଆଣିବାକୁ ହେଲେ ଲେମ୍ବୁ ସହିତ ଚିଆ ସିଡ୍ସ ପାଣି ପିଇବାର ଆଉ ଏକ ଉପକାର ହେଉଛି ହଜମ ପ୍ରକ୍ରିୟାରେ ଉନ୍ନତି। ଚିଆ ସିଡ୍ସ ପାଣି ପିଇବା ଦ୍ୱାରା ଅଧିକ ସମୟ ପର୍ଯ୍ୟନ୍ତ ପେଟ ପୂରା ପୂରା ଲାଗିଥାଏ, ବିଶେଷ ଭୋକ ହୋଇନଥାଏ। ଫଳରେ ଅତ୍ୟଧିକ ଖାଦ୍ୟ ଖାଇବାକୁ ପଡ଼ିନଥାଏ।

ଏହା ବ୍ୟତୀତ ଚିଆ ସିଡ୍ସ ପ୍ରଚୁର ପରିମାଣରେ ଫାଇବର ଥାଏ, ଯାହା ପେଟକୁ ସଫା ରଖିଥାଏ। କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ। ଲେମ୍ବୁ ରସ ଶରୀରରେ ପିତ୍ତ ଉତ୍ପାଦନକୁ ମଧ୍ୟ ବଢାଇଥାଏ, ଯାହା ଚର୍ବି ହ୍ରାସ କରିବାରେ ସାହାଯ୍ୟ କରିଥାଏ। ଚିଆ ଏବଂ ଲେମ୍ବୁକୁ ମିଶାଇ ପିଇବା ଦ୍ୱାରା ହଜମ ପ୍ରକ୍ରିୟା ସୁସ୍ଥ ରହିଥାଏ।

ଓଜନ ହ୍ରାସ ପାଇଁ ଚିଆ ସିଡ୍ସ ଏବଂ ଲେମ୍ବୁ ଖୁବ୍ ଉପକାରୀ। ଲେମ୍ବୁ କ୍ୟାଲୋରୀ ବୃଦ୍ଧି କରିବାକୁ ଦେଉ ନ ଥିବାବେଳେ ଚିଆ ସିଡ୍ସ ଦୀର୍ଘ ସମୟ ପର୍ଯ୍ୟନ୍ତ ପେଟକୁ ପୂର୍ଣ୍ଣ ରଖିଥାଏ। ଫଳରେ ଅତ୍ୟଧିକ ଖାଦ୍ୟ ଖାଇବାକୁ ପଡ଼ିନଥାଏ। ଅଧିକ ଖାଦ୍ୟ ନ ଖାଇବା ଦ୍ୱାରା ଓଜନ ବୃଦ୍ଧି ପାଇନଥାଏ।

You Might Also Like

ଜାଣନ୍ତୁ କେମିତି ରହିବ ଆଜିର ଦିନ

ମାହାଙ୍ଗା ପଡିଲା ବସ ଦୁର୍ଘଟଣା କରି ଖସିଯିବା

ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଣ୍ଡାପ୍ରେମୀଙ୍କ ପାଇଁ ବଡ ଝଟକା , ଅଧିକ ଅଣ୍ଡା ଖାଇଲେ ହୋଇପାରେ କ୍ୟାନ୍ସର

ଦିନରେ ଅଭିନୟ କଲେ, ରାତିରେ ଝୁଲିପଡିଲେ କିନ୍ନର ଅର୍ଚ୍ଚିତା

TAGGED:#benefits#health#UTKALA KHABARChia seedsLemon waterLifestyle news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?