Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭାରତ ନେବ ବଡ ପଦକ୍ଷେପ, ଆଜି ବସିବ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ଭାରତ ନେବ ବଡ ପଦକ୍ଷେପ, ଆଜି ବସିବ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି

utkala khabar
Last updated: April 30, 2025 11:44 am
utkala khabar
Published April 30, 2025
Share
SHARE

ଭାରତ ୩୦/୪ : ଭାରତ ନେବ ଆକ୍ସନ ।  ଟେନସନରେ ପାକିସ୍ତାନ ।  ଭାରତ ଯେକୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରେ ବୋଲି ପାକ୍ ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା ନଥମୁଣୁ ଆଜି ବସିବ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବା CCS ବୈଠକ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଯୋଗ ଦେବେ ।

ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, କ୍ୟାବିନେଟ ସଚିବ ଓ ପ୍ରତିରକ୍ଷା ସଚିବ ମଧ୍ୟ ଉପସ୍ଥିତ ରହିବ ।  ପହଲଗାମ ଆଟାକ ପରେ ଏହା ଦ୍ୱିତୀୟ ସିସିଏସ ବୈଠକ ।  ଏପ୍ରିଲ ୨୩ ତାରିଖରେ ହୋଇଥିବା ସିସିଏସ ବୈଠକରେ ସିନ୍ଧୁ ଜଳ ଚୁକ୍ତି ବାତିଲ, ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ବେଳେ ଦ୍ୱିତୀୟ ବୈଠକରେ ମଧ୍ୟ ବଡ ଧରଣର ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଆତଙ୍କୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଶବାସୀଙ୍କୁ ପ୍ରତିଶ୍ରୁତି ଦେଇ ସାରିଥିବାରୁ ଅପେକ୍ଷା ଆଜିର ବଡ ନିଷ୍ପତ୍ତିକୁ ।

You Might Also Like

ଭାରତରେ ରିଲିଜ୍ ହେବନି ପାକ୍‌ ଅଭିନେତା ଫୱାଦଙ୍କ ଫିଲ୍ମ ‘ଅବୀର ଗୁଲାଲ୍’, ରୋକ୍ ଲଗାଇଲେ କେନ୍ଦ୍ର ସରକାର

ହଟିଲେ ପାକିସ୍ତାନର ସେନାମୁଖ୍ୟ ମୁନିର ଅହମ୍ମଦ

ଖରାଦିନେ କାକୁଡ଼ି ଖାଇଲେ ଶରୀର ପାଇଁ କ’ଣ ଫାଇଦା ମିଳିଥାଏ ଜାଣନ୍ତୁ

ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି

କଲମା ପଢ଼ି ନପାରିବାରୁ ଶୁଭମଙ୍କୁ ଗୁଳି କରି ମାରିଲେ ଆତଙ୍କବାଦୀ

TAGGED:#india#UTKALA KHABARPrime Minister Narendra Modi
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?