Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠୁ ଖୋଲିବାକୁ ଯାଉଛି କେଦାରନାଥ ମନ୍ଦିର
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ଆଜିଠୁ ଖୋଲିବାକୁ ଯାଉଛି କେଦାରନାଥ ମନ୍ଦିର

utkala khabar
Last updated: May 2, 2025 11:32 am
utkala khabar
Published May 2, 2025
Share
SHARE

ଉତ୍ତରାଖଣ୍ଡ ୦୨/୫ : ଆଜିଠୁ ଖୋଲିଛି ଦେବଭୂମି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥ ମନ୍ଦିର। କେଦାରନାଥ ବାବାଙ୍କ ମନ୍ଦିରର ମୁଖ୍ୟ ଫାଟକ ଭକ୍ତଙ୍କ ପାଇଁ ଖୋଲା ଯାଇଛି। ପୁରା ମନ୍ଦିରକୁ ଫୁଲରେ ସଜାଯାଇଛି। ଆକର୍ଷଣୀୟ ଭାବେ ଫୁଲରେ ମନ୍ଦିରକୁ ସଜା ଯାଇଛି । ଏହା ସହିତ ଚାରି ଧାମ ଯାତ୍ରା ପାଇଁ ଭକ୍ତଙ୍କ ଲାଗି ପୋର୍ଟାଲ ବି ଖୋଲା ଯାଇଛି। ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏହି ପୋର୍ଟାଲ ଉନ୍ମୋଚନ କରିଛନ୍ତି।

ସୂଚନା ଅନୁଯାୟୀ, କେଦାରନାଥ ଧାମର ଦ୍ୱାର ଆଜି ସକାଳ ୭ଟାରେ ରୀତିନୀତି ସହିତ ଭକ୍ତମାନଙ୍କ ପାଇଁ ଖୋଲାଯାଇଥିଲା। ଏହି ସମୟରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ମଧ୍ୟ ଉପସ୍ଥିତ ଥିଲେ । ପୁରୋହିତଙ୍କ ଦ୍ୱାରା ବୈଦିକ ସ୍ତୁତିଗାନ ଏବଂ ଭକ୍ତଙ୍କ ଜୟଧ୍ୱନି ମଧ୍ୟରେ ଦ୍ୱାର ଖୋଲାଯାଇଥିଲା । ଏବଂ ଏହି ସମୟରେ, ହେଲିକପ୍ଟରରୁ ଭକ୍ତମାନଙ୍କ ଉପରେ ଫୁଲ ବର୍ଷା କରାଯାଇଥିଲା।ଚାରିଧାମ ଓ କେଦାରନାଥ ଯାତ୍ରା ପାଇଁ ଏହି ପୋର୍ଟାଲରେ ପଂଜୀକରଣ କରିବାକୁ ପଡ଼ିବ। ସେହିପରି ବଦ୍ରିନାଥ ଧାମ ଖୋଲିବ ଆସନ୍ତା ୪ ତାରିଖରେ

 

You Might Also Like

ପ୍ରଶାନ୍ତ ଶତପଥୀଙ୍କ ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

ବିରାଟ-ଜାହିର-ଯୁବରାଜଙ୍କ ପୁରୁଣା ଫଟୋ ଭାଇରାଲ ହେଲା

ଯନ୍ତ୍ରଣାଦାୟକ ଚିତ୍କାର ଶୁଣି ଥରି ଉଠୁଛି ଛାତି, ଆସିଲା ‘କେସରୀ ୨’ ଟିଜର

୩ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

TAGGED:#UTKALA KHABARKedarnath dhamTempleUttarakhand
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?