Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୱାକଫ ଆଇନ : ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଦେଶ-ବିଦେଶ

ୱାକଫ ଆଇନ : ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ

utkala khabar
Last updated: April 17, 2025 4:51 pm
utkala khabar
Published April 17, 2025
Share
SHARE

ଦେଶ ୧୭/୪ : ୱାକଫ ଆଇନ ମାମଲା ନେଇ ସୁପ୍ରିମକୋର୍ଟରେ ଶୁଣାଣି । ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ । ଜବାବ ଦାଖଲ ପର୍ଯ୍ୟନ୍ତ ୱାକଫରେ ଯଥା ସ୍ଥିତି ବଜାୟ ରହିବ ବୋଲି କହିଲେ ସର୍ବୋଚ୍ଚ ନ୍ୟାୟାଳୟ। ଜବାବ ଦାଖଲ ପର୍ଯ୍ୟନ୍ତ ୱାକଫ ସମ୍ପତ୍ତି ଉପରେ କିଛି ପରିବର୍ତ୍ତନ ହେବନି । ଅନ୍ୟାଦେଶ ଯାଏଁ ନୂଆ ନିଯୁକ୍ତି ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ । ମେ ୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଶୁଣାଣି ସମୟରେ ସୁପ୍ରିମକୋର୍ଟ ଉଲ୍ଲେଖ କରିଛନ୍ତି ଯେ, ଏହି ୱାକଫ୍ ଆଇନରେ କିଛି ସକାରାତ୍ମକ ଦିଗ ରହିଛି । ତେଣୁ ଆଇନ ଉପରେ ସମ୍ପୂର୍ଣ୍ଣ ସ୍ଥଗିତାଦେଶ ଯଥାର୍ଥ ନୁହେଁ । କୋର୍ଟ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ମାମଲା ନ୍ୟାୟିକ ବିଚାରାଧୀନ ଥିବା ପର୍ଯ୍ୟନ୍ତ ବର୍ତ୍ତମାନର ପରିସ୍ଥିତିକୁ ଜଟିଳ କରାଯିବା ଉଚିତ୍ ନୁହେଁ ।

ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ୱାକଫ ଆଇନ ଯଥା ସ୍ଥିତି ବଜାୟ ରହିବ । ଏହାସହ କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଲେ କି, ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କେନ୍ଦ୍ରୀୟ ୱାକଫ ପରିଷଦ କିମ୍ବା ରାଜ୍ୟ ୱାକଫ ବୋର୍ଡରେ କୌଣସି ଅଣ ମୁସଲିମକୁ ୱାକଫରେ ନିଯୁକ୍ତି ଦିଆଯିବ ନାହିଁ ।

କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ସମସ୍ତ ୱାକଫ ସମ୍ପତ୍ତିକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସେମାନଙ୍କର ବର୍ତ୍ତମାନ ଅବସ୍ଥାରେ ସଂରକ୍ଷିତ ରଖିବାକୁ ପଡିବ। ଏହି ସମୟ ମଧ୍ୟରେ କୌଣସି ୱାକଫ ବୋର୍ଡରେ ନୂତନ ନିଯୁକ୍ତି ଦିଆଯିବା ଉଚିତ୍ ନୁହେଁ ବୋଲି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

You Might Also Like

ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ପଡିବାରୁ ୪ ଜଣଙ୍କ ମୃତ୍ୟୁ

ତା‌ଲିବାନ ମନ୍ତ୍ରୀଙ୍କ ସହ ବାର୍ତ୍ତାଳପ କରି ଧନ୍ୟବାଦ ଜଣାଇଲେ ଜୟଶଙ୍କର

ସ୍ପେନ ରାଜକୁମାରୀଙ୍କ ଭାଙ୍ଗିଲା ମନ, ପ୍ରେମରେ ହେଲେ ବିଫଳ

ପ୍ରଥମେ କାହା ପାଖରେ ଥିଲା କୋହିନୂର ହୀରା? ଜାଣନ୍ତୁ ଏହାର ପୂରା ଇତିହାସ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଲଗାଇଦେଲେ ନିଆଁ, ଛକର ନାଁକୁ ନେଇ ଥିଲା ବିବାଦ

TAGGED:#UTKALA KHABARNational newsSupreme courtWaqf amendment bill
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?