Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଟେଷ୍ଟ କ୍ରିକେଟରୁ ଅବସର ନେଲେ ଭାରତୀୟ କ୍ରିକେଟର ବିରାଟ କୋହଲି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ଖେଳ

ଟେଷ୍ଟ କ୍ରିକେଟରୁ ଅବସର ନେଲେ ଭାରତୀୟ କ୍ରିକେଟର ବିରାଟ କୋହଲି

utkala khabar
Last updated: May 12, 2025 12:34 pm
utkala khabar
Published May 12, 2025
Share
SHARE

ଟେଷ୍ଟ୍ କ୍ରିକେଟରୁ ସନ୍ନ୍ୟାସ ନେଲେ ଭାରତୀୟ କ୍ରିକେଟର୍ ବିରାଟ କୋହଲି । ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏନେଇ ସୂଚନା ଦେଲେ କିଙ୍ଗ୍ କୋହଲି ।

ରୋହିତ ଶର୍ମାଙ୍କ ପରେ ଅବସର ଘୋଷଣା କଲେ ବିରାଟ । ୩୬ ବର୍ଷୀୟ କୋହଲି ଅଷ୍ଟ୍ରେଲିଆ ଗସ୍ତରେ ବର୍ଡର-ଗାଭାସ୍କର ଟ୍ରଫି ଖେଳୁଥିବାର ନଜର ଆସିଥିଲେ ।

ଯେଉଁଠି ଭାରତ ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୩ ସ୍କୋରରେ ହାରିଥିଲା । ବିରାଟଙ୍କ ଟେଷ୍ଟ୍ ଡେବ୍ୟୁ ଜୁନ୍ ୨୦୧୧ ରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ କିଙ୍ଗ୍ସଟନରେ ହୋଇଥିଲା ।

କୋହଲି ସେତେବେଳେ ପ୍ରଥମ ପାଳିରେ ୪ ଏବଂ ଦ୍ଵିତୀୟ ପାଳିରେ ୧୫ ରନ୍ କରିଥିଲେ । ଅନ୍ୟପକ୍ଷରେ କିଙ୍ଗ୍ କୋହଲିଙ୍କ ଅନ୍ତିମ ଟେଷ୍ଟ୍ ଅଷ୍ଟ୍ରେଲିଆ ବିପକ୍ଷରେ ସିଡନୀରେ ଖେଳାଯାଇଥିଲା ।

ଯାହା ୨୦୨୫ ଜାନୁଆରୀ ମାସରେ ଖେଳାଯାଇଥିଲା । ଏହି ଅନ୍ତିମ ମ୍ୟାଚରେ କୋହଲି ପ୍ରଥମ ପାଳିରେ ୧୭ ଏବଂ ଦ୍ଵିତୀୟ   ପାଳିରେ ୬ ରନ୍ କରିଥିଲେ ।

ତେବେ ବର୍ତ୍ତମାନ ୧୪ ବର୍ଷର ଟେଷ୍ଟ କ୍ୟାରିୟରକୁ ବାଏ ବାଏ କହିଛନ୍ତି କିଙ୍ଗ୍ କୋହଲି । ଟେଷ୍ଟରେ ୧୨୩ ମ୍ୟାଚ୍ ଖେଳି ୯,୨୩୦ ରନ୍ କରିଛନ୍ତି ବିରାଟ ।

You Might Also Like

କଳିଙ୍ଗ ସୁପରକପ-୨୦୨୫ : ଓଡ଼ିଶା ଏଫ୍ ସି ଦଳ ପଞ୍ଜାବ ଏଫ୍ ସି ଠାରୁ ପରାସ୍ତ

ଆଜିର ଦିନଟି କେମିତି କଟିବ ଜାଣନ୍ତୁ

ଏସବିଆଇ ବଦଳାଇଲା ଏଟିଏମ ୱିଡ୍ରାଲର ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ପ୍ରଶାନ୍ତ ଶତପଥୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା

ଲାଞ୍ଚ ନେବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ

TAGGED:#UTKALA KHABARAnnouncedIndian cricketerRetirementSports NewsVirat kohli
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?