Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠୁ ପୁଣି ବଢ଼ିଲା ତାତି
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜିଠୁ ପୁଣି ବଢ଼ିଲା ତାତି

utkala khabar
Last updated: June 2, 2025 11:15 am
utkala khabar
Published June 2, 2025
Share
SHARE

ରାଜ୍ୟ ୨/୬ : ମୌସୁମୀ ଗାଏବ, ପୁଣି ତାତି । ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆଜିଠୁ ପୁଣି ବଢିବ ତାତି । ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଉତ୍ତର-ପୂର୍ବ ଆସାମ ଓ ଆଖପାଖ ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଏବେ ଅସ୍ପଷ୍ଟ ହେବାରେ ଲାଗିଛି । ସଂପୃକ୍ତ ଘୂର୍ଣ୍ଣିବଳୟ ସେହି ଅଞ୍ଚଳ ଉପରେ ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି ।

ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆଜି ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

You Might Also Like

ଅଁଳାକୁ ଡାଏଟରେ ସାମିଲ କରନ୍ତୁ

ଜମ୍ମୁ କଶ୍ମୀରରେ ଫସିଛନ୍ତି ପୁଣେର ୫୦୦ରୁ ଅଧିକ ପର୍ଯ୍ୟଟକ

ଆଜିର ସୁନା ଦର କେତେ ଜାଣନ୍ତୁ ?

ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା, ତୁରନ୍ତ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍

ଗ୍ରୀଷ୍ମଋତୁରେ ଆଖୁରସ କେତେ ସୁରକ୍ଷିତ ଜାଣନ୍ତୁ ?

TAGGED:#odisha#UTKALA KHABARHit waveState newsSummer season
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?