Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା, ତୁରନ୍ତ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା, ତୁରନ୍ତ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍

utkala khabar
Last updated: April 26, 2025 12:07 pm
utkala khabar
Published April 26, 2025
Share
SHARE

ଭୁବନେଶ୍ୱର ୨୬/୪ :  ଭୁବନେଶ୍ୱରରେ ରହିଛନ୍ତି ଜଣେ ପାକିସ୍ତାନୀ ମହିଳା। ସେ ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ଵରରେ ରହୁଛନ୍ତି। ଖାଲି ସେତିକି ନୁହେଁ  ଉକ୍ତ ପାକିସ୍ତାନୀ ମହିଳା ଜଣେ ଓଡ଼ିଆଙ୍କୁ ବିବାହ କରିବା ସହ ଏଠାରେ ଦୀର୍ଘ ମିଆଦି ଭିସାରେ ରହୁଥିବା ଜଣାଯାଇଛି। ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଥିଲା, ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ପାଇଁ ଏକଜିଟ୍ ଭିସା ପାଇଁ କମିସନରେଟ ପୁଲିସ ନିକଟରେ ଆବେଦନ କରିଥିଲେ। କିନ୍ତୁ ସେହି ଆବେଦନ ପଡ଼ିରହିଥିଲା। ଏବେ ପହଲଗାମ ଘଟଣା ପରେ ସମସ୍ତ ପାକିସ୍ତାନୀଙ୍କୁ ଭାରତ ଛାଡ଼ିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ଯ ଭୁବନେଶ୍ବର ଛାଡ଼ିଯିବା ପାଇଁ କମିସନରେଟ ପୁଲିସ ନୋଟିସ କରିଛି। ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଥିଲା, ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ପାଇଁ ଏକଜିଟ୍ ଭିସା ପାଇଁ କମିସନରେଟ ପୁଲିସ ନିକଟରେ ଆବେଦନ କରିଥିଲେ। କିନ୍ତୁ ସେହି ଆବେଦନ ପଡ଼ିରହିଥିଲା। ଏବେ ପହଲଗାମ ଘଟଣା ପରେ ସମସ୍ତ ପାକିସ୍ତାନୀଙ୍କୁ ଭାରତ ଛାଡ଼ିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ଯ ଭୁବନେଶ୍ବର ଛାଡ଼ିଯିବା ପାଇଁ କମିସନରେଟ ପୁଲିସ ନୋଟିସ କରିଛି।

 

 

You Might Also Like

ଭବିଷ୍ୟତରେ ପନିପରିବା ଏବଂ ଡାଲି ଜାତୀୟ ଚାଷରେ ବଳକା ରାଜ୍ୟ ହେବାକୁ ଯାଉଛି ଓଡ଼ିଶା : ଆଇନ ମନ୍ତ୍ରୀ

ଜାଣନ୍ତୁ ଆଜିର କେମିତି କଟିବ ଆପଣଙ୍କ ଦିନ

ବିରାଟ-ଅନୁଷ୍କାଙ୍କୁ କ’ଣ କହିଲେ ପ୍ରେମାନନ୍ଦ ମହାରାଜ ?

ଆଜିଠୁ ପୋଷଣଯୁକ୍ତ ଖାଦ୍ୟ ଖାଇବେ ଛାତ୍ରଛାତ୍ରୀ, ସପ୍ତାହକୁ ୩ ଦିନ ମିଳିବ ଅଣ୍ଡା ଓ ମାଣ୍ଡିଆ ଲଡୁ

ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପ୍ରତିକ୍ରିୟା

TAGGED:#odisha#UTKALA KHABARBhubanesawrCommissionerate policePakisthaniPakisthani national livingState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?