Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମୁଖ୍ୟମନ୍ତ୍ରୀ ବସ୍ ସେବା; ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦% ରିହାତି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମୁଖ୍ୟମନ୍ତ୍ରୀ ବସ୍ ସେବା; ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦% ରିହାତି

utkala khabar
Last updated: May 8, 2025 11:28 am
utkala khabar
Published May 8, 2025
Share
SHARE

ରାଜ୍ୟ ୦୮/୫ :  ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ୍ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ୫୦ ପ୍ରତିଶତ ରିହାତି ମିଳିବ। ଛାତ୍ର ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି। ଏହି ପ୍ରସ୍ତାବ ସମେତ ୫ଟି ବିଭାଗର ୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ୍ ବୈଠକରେ ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ ମଧ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି।ଏହି ଯୋଜନାରେ ଏକ ହଜାର କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ। ନିର୍ବାଚନ ମଣ୍ଡଳିରେ ଥିବା ସଡ଼କ ନିର୍ମାଣ ଓ ମରାମତି ଏବଂ ନିର୍ବାଚନମଣ୍ଡଳି ଅର୍ଥ ବ୍ୟବସ୍ଥା ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ପ୍ରାଣୀ ଚିକିତ୍ସା ବୈଷୟିକ ସେବା ନିୟମ ଏବଂ ପ୍ରାଣୀ ଚିକିତ୍ସା ବୈଷୟିକ ସେବା କ୍ୟାଡରରେ ୧୧୩ ନୂତନ ପଦବୀ ସୃଷ୍ଟି କରିବା ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି।ସେହିପରି ଫ୍ୟାମିଲ ପେନସନ ବ୍ୟାବସ୍ଥା ପୂର୍ବରୁ ଅବିବାହିତ ଝିଅ ପାଇଁ ଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଯଦି ଦିବ୍ୟାଙ୍ଗ ଝିଅ ହୋଇଥିବେ, ତାର ବାହାଘର ସରିଛି, ତଥାପି ପେନସନ ପାଇପାରିବେ। କେବଳ ପରିବାରର ଆୟ ୫ଲକ୍ଷରୁ କମ ଥିବ।

 

You Might Also Like

ରାଜ୍ୟରେ ଆଜିଠୁ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ଜେପି ନଡ୍ଡା

ଇନଭେଷ୍ଟମେଣ୍ଟ ବ୍ୟାଙ୍କରଙ୍କ ଭବିଷ୍ୟତ ବାଣୀ , ସୁନା ଭରି ହେବ ଲକ୍ଷେ ତିରିଶ

ମାଇଁକୁ ଗୁଳିମାଡ଼ କରି ଭଣଜା ଫେରାର

ପ୍ରେମିକାଙ୍କ ଆତ୍ମହତ୍ୟା ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା

ତାତିରେ ସିଝୁଛି ଓଡ଼ିଶା, ପାରଦ ୪୦ ଡିଗ୍ରି ଯାଏ ବଢିପାରେ

TAGGED:#odisha#odisha cm#state#UTKALA KHABARBus Service
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?