Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

utkala khabar
Last updated: April 1, 2025 3:41 pm
utkala khabar
Published April 1, 2025
Share
SHARE

ଭୁବନେଶ୍ୱର ୦୧/୦୪ :  ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସତ୍ୟଭାମାପୁରରେ ଓଡ଼ିଶା ଦିବସ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଦୁଇ ସପ୍ତାହ ମଧ୍ୟରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ।  ସାରା ଓଡ଼ିଶାରେ ୩ କୋଟି ୫୨ ଲକ୍ଷ ଲୋକଙ୍କୁ ସାମିଲ କରାଯିବ । ଏହାଦ୍ୱାରା ଦେଶ ସାରା ୨୯ ହଜାର ମେଡିକାଲରେ ସ୍ୱାସ୍ଥ୍ୟ ସେବା ମିଳିବ ।

ସୂଚନା ଅନୁସାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ଯୋଜନାର ହିତାଧିକାରୀମାନଙ୍କୁ ଗୋଟିଏ ସ୍ୱାସ୍ଥ୍ୟ କାର୍ଡ ଯୋଗାଇ ଦିଆଯିବ ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ ବୟସରୁ ଅଧିକ ବୟସର ପ୍ରାୟ ୨୩ ଲକ୍ଷ ୧୩ ହଜାର ହିତାଧିକାରୀମାନେ ଅଲଗା ଭାବେ ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।  ଏହି ଦୁଇ ଯୋଜନାର ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଡାକ୍ତରଖାନା ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

You Might Also Like

ଆସନ୍ତା ୨୨ରେ ମିଳିବ ‘ସୁଭଦ୍ରା’ କିସ୍ତି, ସର୍ଭେ ପରେ ଦିଆଯିବ ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଜାଣନ୍ତୁ କେତେ ରହିଛି ?

ସର୍ବଭାରତୀୟ ପୁଲିସ ହକି ଉଦ୍‌ଘାଟିତ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା

ପଛୁଆବର୍ଗ ଛାତ୍ରଛାତ୍ରୀଙ୍କ ସହ ୩୫ ବର୍ଷ ଧରି ଛଳନା କରିଥିଲେ ବିଜେଡି ଏବଂ କଂଗ୍ରେସ

TAGGED:#ayushman yojana#mohan charan majhi#odisha#odisha cm#scheme
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?