Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ‘ଭୁବନେଶ୍ୱରରୁ ଆବୁଧାବି’କୁ ସିଧାସଳଖ ଉଡ଼ିବ ବିମାନ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

‘ଭୁବନେଶ୍ୱରରୁ ଆବୁଧାବି’କୁ ସିଧାସଳଖ ଉଡ଼ିବ ବିମାନ

utkala khabar
Last updated: May 9, 2025 12:39 pm
utkala khabar
Published May 9, 2025
Share
SHARE

ଭୁବନେଶ୍ୱର ୦୯/୫ :ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ିବ ।  ଜୁନ୍‌ ମାସରୁ ଏହି ବିମାନ ସେବା ଆରମ୍ଭ ହେବ ।  ପର୍ଯ୍ୟଟନ, ବାଣିଜ୍ୟ ଏବଂ ଏକ ବିକଶିତ ଓଡ଼ିଶା ସମ୍ଭାବନାକୁ ବୃଦ୍ଧି କରିବାରେ ସହାୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ।ଏହା ବ୍ୟତୀତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ଏହାକୁ ଇଣ୍ଡିଗୋ ବିମାନ ସେବା କାର୍ଯ୍ୟକାରୀ କରିବ ।

ସପ୍ତାହର ମଙ୍ଗଳବାର, ବୁଧବାର ଓ ଶନିବାର ଭରିବ ଉଡାଣ ବିମାନ ।  ତେବେ ଭୁବନେଶ୍ୱର ବିମାନ ବନ୍ଦରକୁ ଏଯାଏଁ ସ୍ଲଟ୍ ମଗାଯାଇନି ।ସ୍ଲଟ୍ ମାଗିଲେ, ସିଡ୍ୟୁଲ ତିଆରି ହେବ  ।  ଏହା ଭୁବନେଶ୍ୱରରୁ ବିଦେଶକୁ ପଞ୍ଚମ ବିମାନ ସେବା ହେବ ବୋଲି ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି । ସେପଟେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

 

 

You Might Also Like

ୱାକଫ ଆଇନ : ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ

ଆଜି ହେଉଛି ବିଶ୍ଵ ମ୍ୟାଲେରିଆ ଦିବସ

ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ଇମେଲରେ ଆସିଲା ହତ୍ୟା ଧମକ

୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୋଦିଙ୍କ ବାସଭବନରେ ବଡ ବୈଠକ

TAGGED:#bhubaneswar#odisha#UTKALA KHABARAbu dhabiAirportBhubanesawrBijupattnaik AirportDirect flightInternational Airports
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?