Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ମେ ୮ ତାରିଖରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ମେ ୮ ତାରିଖରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

utkala khabar
Last updated: May 6, 2025 11:48 am
utkala khabar
Published May 6, 2025
Share
SHARE

ରାଜ୍ୟ ୦୬/୫ : ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରି ହ୍ରାସ ପାଇଛି ଏବଂ କିଛି ଜିଲ୍ଲାରେ ପ୍ରାୟ ୨ରୁ ୪ ଡିଗ୍ରି ହ୍ରାସ ପାଇଥିଲା। ଆଜି ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା।

You Might Also Like

ମାଗୁଥିଲେ ଦୁଇ ହଜାର ଟଙ୍କା, ଘେରିଗଲେ ମହିଳା, ଗାଡି ଛାଡି ଦୌଡିଲେ ପିଇଓ

ଆଉ ନାହାନ୍ତି ପୋପ୍ ଫ୍ରାନ୍ସିସ, ୮୮ ବର୍ଷ ବୟସରେ ପରଲୋକ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା

୧୯ ଯାଏ ଲାଗି ରହିବ କାଳବୈଶାଖୀ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପାକିସ୍ତାନରେ ବି ବାଜିବନି ଭାରତୀୟ ଗୀତ

TAGGED:#odisha#UTKALA KHABAR#weather#weather newsTempreture
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?