Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା, କଟକଣା ଲଗାଇଲେ ରାଜ୍ୟ ସରକାର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା, କଟକଣା ଲଗାଇଲେ ରାଜ୍ୟ ସରକାର

utkala khabar
Last updated: April 15, 2025 11:08 am
utkala khabar
Published April 15, 2025
Share
SHARE

ପାରାଦୀପ ୧୫।୦୪ : ମଙ୍ଗଳବାର ଠାରୁ ଓଡ଼ିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ କରାଯାଇଛି । ଜୁନ୍‌ ୧୪ ତାରିଖ ଯାଏଁ ଏହି କଟକଣାକୁ ବଳବତ୍ତର ରହିବା ନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।ଆଜିଠୁ ଦୁଇମାସ ପର୍ଯ୍ୟନ୍ତ ସମୁଦ୍ରକୁ ଯିବେ ନାହିଁ ମତ୍ସ୍ୟଜୀବୀ। ଏପ୍ରିଲ ୧୫ରୁ ଜୁନ ୧୪ ଯାଏଁ ମାଛଙ୍କ ଅଣ୍ଡାଦାନର ସମୟ ରହିଛି। ତେଣୁ ମତ୍ସ୍ୟ ସମ୍ପଦର ସୁରକ୍ଷା ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧିକୁ ଲକ୍ଷ୍ୟ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ୨୦୦୫ ମସିହା ଠାରୁ କେନ୍ଦ୍ର ସରକାର ଏହି ନିୟମ ଆରମ୍ଭ କରିଛନ୍ତି | ଏପ୍ରିଲ୍‌ ୧୫ରୁ ଜୁନ ୧୪ ଯାଏଁ ସମୁଦ୍ର ମଧ୍ୟକୁ ଯନ୍ତ୍ର ଚାଳିତ ଡଙ୍ଗା କିମ୍ବା ଟ୍ରଲର ମାଛ ଧରିବାକୁ ସମୁଦ୍ର ଭିତରେ ପ୍ରବେଶ କରିବେ ନାହିଁ | ଯାହାକୁ ନେଇ ଆଜିଠାରୁ ଏହି ନିୟମ ଲାଗୁ ହୋଇଛି।

। ଆସନ୍ତା ଦୁଇମାସ ମାଛ ମାନଙ୍କର ଅଣ୍ଡାଦାନ ସମୟ । ମାଛ ବଂଶ ବୃଦ୍ଧି ଓ ଯାଆଁଳା ସୁରକ୍ଷା ପାଇଁ କଟକଣା ଲଗାଇଛନ୍ତି ସରକାର ।  ଏନେଇ ପାରାଦୀପ ନେହେରୁ ବଙ୍ଗଳା, ଅଠରବାଙ୍କି ବାଲିପ୍ଲଟ, ଚଉମୁହାଣି ଓ ଷଣ୍ଢକୁଦରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଇଛି । ଏହି ସମୟରେ ବୋଟ୍ ଓ ଡଙ୍ଗା ଗୁଡିକର ମରାମତି କାମ ମଧ୍ୟ ଆରମ୍ଭ ହୋଇଛି ।

 

You Might Also Like

କାହିଁକି ବିଗବି କେବିସି ଛାଡ଼ିବେ ? କିଏ କରିବେ ହୋଷ୍ଟ ?

ଆଜିଠାରୁ ଆରମ୍ଭ ହେବ ଆଇପିଏଲ

ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା, ତୁରନ୍ତ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍

ଆଜି ଆକାଶରେ ଦିଶିବ ବିରଳ ଦୃଶ୍ୟ ଷ୍ଟ୍ରବେରୀ ଚନ୍ଦ୍ର

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

TAGGED:#odisha#UTKALA KHABARFishingFishing banned
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?