Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ବିଦେଶୀଙ୍କ ରାସନ କାର୍ଡ କଟାଯିବ, ଖୁବଶୀଘ୍ର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ବିଦେଶୀଙ୍କ ରାସନ କାର୍ଡ କଟାଯିବ, ଖୁବଶୀଘ୍ର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

utkala khabar
Last updated: April 28, 2025 3:56 pm
utkala khabar
Published April 28, 2025
Share
SHARE

ରାଜ୍ୟ ୨୮/୪ : ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ବସବାସ କରିବା ସହିତ ରାସନ କାର୍ଡ ହାତେଇଛନ୍ତି । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି। ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏସବୁ ବିଦେଶୀ ନାଗରିକଙ୍କ ରାସନ କାର୍ଡ କଟାଯିବ।ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲ୍ଲାପାଳଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡ ତାଲିକାରୁ ନାମ କାଟିବାକୁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି।ଏସବୁ ବିଦେଶୀ ସୁଯୋଗ ଦେଖି ଓଡିଶାରେ ଅନୁପ୍ରବେଶ କରି ସମସ୍ତ ସରକାର ସୁବିଧା ହାସଲ କରିଛନ୍ତି। ସେମାନଙ୍କୁ ଚିହ୍ନଟ କରି ସେମାନଙ୍କର ରାସନ କାର୍ଡ କଟିବାପରେ ପ୍ରକୃତ ରାସନ କାର୍ଡ ହିତାଧିକାରୀଙ୍କ ସଂଖ୍ୟା ଜଣାପଡ଼ିବ ବୋଲି  କୁହାଯାଇଛି। ପ୍ରକ୍ରିୟା ସରିଲେ ସଂଖ୍ୟା ସାମ୍ନାକୁ ଆସିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।

 

You Might Also Like

ମହାନଦୀରେ ସ୍କୁବା ଡାଇଭିଂ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଯନ୍ତ୍ରଣାଦାୟକ ଚିତ୍କାର ଶୁଣି ଥରି ଉଠୁଛି ଛାତି, ଆସିଲା ‘କେସରୀ ୨’ ଟିଜର

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ଦେହାନ୍ତ

ଚଳିତ ରଥଯାତ୍ରା ପାଇଁ ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା

ଜମ୍ମୁ-କାଶ୍ମୀର ପହଲଗାମର ଆକ୍ରମଣକୁ ନିନ୍ଦା କଲେ ମାହିରା ଖାନ୍

TAGGED:#odisha#UTKALA KHABARkrushna chandra patraration card holder
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?