Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଗଞ୍ଜାମ ଗୋଳନ୍ଥରା କୃଷି ବିଜ୍ଞାନ କେନ୍ଦ୍ରରେ ଯୋଗଦେଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଗଞ୍ଜାମ ଗୋଳନ୍ଥରା କୃଷି ବିଜ୍ଞାନ କେନ୍ଦ୍ରରେ ଯୋଗଦେଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି

utkala khabar
Last updated: April 30, 2025 3:36 pm
utkala khabar
Published April 30, 2025
Share
SHARE

ବ୍ରହ୍ମପୁର ୩୦/୪ : ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ପାରମ୍ପରିକ ପୂଜାର୍ଚ୍ଚନା କରିବା ପରେ ରାଜ୍ୟପାଳ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଅଖିମୁଠି ଅନୁକୁଳ କରିଥିଲେ । ଆଜି ଭଳି ଏକ ପବିତ୍ର ଦିନରେ କୃଷକ ମାନଙ୍କର ଉତ୍ତରୋତ୍ତର ଉନ୍ନତି ହେଉ ବୋଲି ଅଭିଭାଷଣରେ କହିଥିଲେ ରାଜ୍ୟପାଳ । ଏହାସହ ଦୁଇ ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ରାଜ୍ୟପାଳ ।ଏହାପରେ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ କୃଷିଙ୍କୁ କିଭଳି ସୁବିଧା ସୁଯୋଗ ଦିଆଯାଉଛି ସେ ନେଇ କେନ୍ଦ୍ର ବୁଲି ଦେଖିଥିଲେ। କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀରଙ୍କ ସମେତ କୃଷି ବିଭାଗର ବହୁ ବରିଷ୍ଠ ଅଧିକାରୀଙ୍କ ସହ ରଙ୍ଗେଇଲୁଣ୍ଡା ବ୍ଲକର ଶତାଧିକ ଚାଷୀ ଯୋଗ ଦେଇଥିଲେ ।

 

You Might Also Like

ଉମରକୋଟ “ଛାତ୍ରଛାତ୍ରୀ ଅନ୍ୱେଷା ହଷ୍ଟେଲର” ପ୍ରଥମ ବାର୍ଷିକ ଉତ୍ସବରେ ଯୋଗଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ସୁସ୍ଥ ରହିବା ପାଇଁ ଚାହୁଁଥିଲେ, ଖାଦ୍ୟରେ ସାମିଲ୍ କରନ୍ତୁ ଖଜୁରୀ

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ଦେହାନ୍ତ

ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା, କଟକଣା ଲଗାଇଲେ ରାଜ୍ୟ ସରକାର

୪୯ ବର୍ଷ ବୟସରେ ଗର୍ଭବତୀ ହେଲେ କି ଅମିଷା ପଟେଲ, ଭିଡିଓ ପୋଷ୍ଟ ହେଲା ଭାଇରାଲ

TAGGED:#UTKALA KHABARGanjamGolangthara krishi vigyan kendraHaribabu kambhampatiOdisha governor
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?