Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ

utkala khabar
Last updated: April 10, 2025 11:05 am
utkala khabar
Published April 10, 2025
Share
SHARE

ଭୁବନେଶ୍ୱର ୧୦।୦୪:  ଗୁରୁବାର ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଶୁକ୍ରାବର ଦିନ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ଏଥିପାଇଁ ଵ୍ୟାପକ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର।

ପ୍ରଥମ ପର୍ଯ୍ୟାୟରେ ପ୍ରତି ଗାଁର ୨୫ଜଣଙ୍କୁ ଆୟୁଷ୍ମାନ ଭାରତ କାର୍ଡ ପ୍ରଦାନ କରାଯିଵ। ପର୍ଯ୍ୟାୟକ୍ରମେ ରାଜ୍ୟର ସାଢେ ତିନି କୋଟି ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯିବ। ଗୁରୁବାର ରାତିରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିବେ ନଡ୍ଡା । ଶୁକ୍ରବାର କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା। ସେଠାରୁ ପୁରୀ ଯାଇ ପୁରୀରେ ରାତ୍ରିଯାପନ କରିବେ। ଏହା ପରଦିନ ଅର୍ଥାତ ୧୨ ତାରିଖରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ପରେ ପୁରୀରେ ଆୟୋଜିତ ସାଂସଦ ଏବଂ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ନଡ୍ଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

You Might Also Like

ରାଜନଗରରେ ନିର୍ବାଚନ ମଣ୍ଡଳୀରେ ସୁଦୃଢ ହେଉଛି ବିଜେପି

ମେ ମାସରେ ଆସୁଛି ବାତ୍ୟା “ଶକ୍ତି”

ଧର୍ମ ଜାଗରଣ ସମିତିର ବୈଠକ ଅନୁଷ୍ଠିତ

ଶାଶୁଘର ଲୋକଙ୍କ ମାଡରେ ବୋହୂର ଭାଙ୍ଗିଲା ମେରୁଦଣ୍ଡ

୪୫ ଟପିଲା ଝାରସୁଗୁଡ଼ା ପାରଦ: ଆଜି ୪ ଜିଲ୍ଲାକୁ ହିଟୱେଭ ସତର୍କତା

TAGGED:#ayushman yojana#jp nadda#launch#odisha#odisha visit#union health minister
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?