Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି ଗଭୀର ଅବପାତ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି ଗଭୀର ଅବପାତ

utkala khabar
Last updated: May 30, 2025 12:07 pm
utkala khabar
Published May 30, 2025
Share
SHARE

ରାଜ୍ୟ ୩0/୫ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ବର୍ତ୍ତମାନ ଉତ୍ତର-ଉତ୍ତର ପୂର୍ବ ଦିଗରେ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ଏହା ପଶ୍ଚିମବଙ୍ଗର ବସିରହାଟରୁ ୫୦ କିମି ଦୂରରେ ଏବଂ ବାଂଲାଦେଶର ଢାକା ଠାରୁ ୧୫୦ କିମି ଦୂରରେ ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତଟି ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ। ପରେ ଏହା ୨୪ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇଯିବ।

ଅନ୍ୟପକ୍ଷରେ ଓଡ଼ିଶା ଛୁଇଁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଗ୍ରସର ହୋଇଛି। ମୌସୁମୀ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାକୁ ସଂପୂର୍ଣ୍ଣ ଭାବେ ଛୁଇଁ ଥିବା ବେଳେ ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର ଅଧିକାଂଶ ଭାଗକୁ ଛୁଇଁଛି। ସେହିପରି କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଆଂଶିକ ଭାବେ ସ୍ପର୍ଶ କରିଛି ମୌସୁମୀ ବାୟୁ। ମୌସୁମୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ସକାଳେ ମଧ୍ୟ ରାଜଧାନୀରେ ଝିପିଝିପି ବର୍ଷା ହୋଇଛି।

You Might Also Like

ପହଲଗାମ ଆକ୍ରମଣ ପରେ ବନ୍ଦ ହେଲା ୪୮ ରିସୋର୍ଟ ଏବଂ ପର୍ଯ୍ୟଟକ ସ୍ଥଳ

ଆଜି ହେଉଛି ବିଶ୍ଵ ମ୍ୟାଲେରିଆ ଦିବସ

ବିଚ୍ ରାସ୍ତାରେ ବୁଲିଲା ଖଣ୍ଡା, ଯୁବକଙ୍କୁ ରାସ୍ତାରେ ଗୋଡ଼ାଇଲେ ଦୁର୍ବୃତ୍ତ

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା, କମିଶନରେଟ ପକ୍ଷରୁ ଜାରି ହେଲା ଗାଇଡଲାଇନ

ସାତକୋଶିଆ ଘଡ଼ିଆଳ ପ୍ରଜନନକୁ ବନ୍ୟା ବିପଦ, ଚାରିବର୍ଷରେ ୧୦୫ ଶାବକ ଗାଏବ

TAGGED:#odisha#UTKALA KHABAR#weather newsHeavy rainfallRain allertState news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?