Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ

utkala khabar
Last updated: April 19, 2025 3:32 pm
utkala khabar
Published April 19, 2025
Share
SHARE

ରାଜ୍ୟ ୧୯/୪ : ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ । ସଭାପତି ଲାଗି ଏକମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଭରିବା ପରେ ସର୍ବସମ୍ମତି କ୍ରମେ ନିର୍ଦ୍ୱନ୍ଦରେ ହୋଇଛନ୍ତି ନିର୍ବାଚିତ । ରାଜ୍ୟ ପରିଷଦ ବୈଠକରେ ସଭାପତି ଭାବେ ନବୀନଙ୍କ ନାଁ ଘୋଷଣା କରାଯାଇଛି । ନବୀନ ସଭାପତି ହେବା ପରେ ଦଳୀୟ ନେତା ଓ କର୍ମୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ନିର୍ବାଚିତ ହେବା ପରେ ଓଡ଼ିଶାର ପ୍ରିୟ ନେତା ବିଜୁ ବାବୁଙ୍କୁ ସ୍ମରଣ କରିଥିଲେ ବିଜେଡି ସୁପ୍ରିମୋ । କହିଥିଲେ, ବିଜୁ ବାବୁଙ୍କ ଆଦର୍ଶ ଆମକୁ ସବୁବେଳେ ବାଟ ଦେଖାଇବ । ଲୋକଙ୍କ ଆଶୀର୍ବାଦରୁ ୨୪ ବର୍ଷ ଧରି ରାଜ୍ୟର ସେବା କରିଥିଲା ବିଜେଡି ।୨୦୦୦ରୁ ୨୦୨୪ ରାଜ୍ୟ ବିକାଶର ସୁବର୍ଣ୍ଣ ଯୁଗ ଥିଲା । ବିଜେଡି ସବୁବେଳେ ରାଜ୍ୟବାସୀଙ୍କ ସେବା କରି ଚାଲିଛି , ଆଗାମୀ ସମୟରେ ମଧ୍ୟ ରାଜ୍ୟବାସୀଙ୍କ ସେବା କରିବ ବୋଲି କହିଛନ୍ତି ନବୀନ । ଆଞ୍ଚଳିକ ବିକାଶ ଉପରେ ବିଜେଡିର ଫୋକସ୍ । ଓଡ଼ିଶାର ହକ୍ ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ସ୍ଵାଭିମାନ ଆମ ପାଇଁ ସବୁଠୁ ଊର୍ଦ୍ଧ୍ଵରେ ବୋଲି କହିଥିଲେ ନବୀନ ।

You Might Also Like

ବିଜେଡିର ବରିଷ୍ଠଙ୍କୁ ମିଳିଲା ନୂଆ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ ବଣ୍ଟନ

ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡିବା ମନା

ବଢ଼ିଲା ସୁନା ଦର, କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍‌

ବର୍ଷା ଓ ବଜ୍ରପାତ ନେଇ ପୂର୍ବାନୁମାନ କଲା ଆଇଏମଡି ,୩-୫ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ତାପମାତ୍ରା

ତାତିରେ ସିଝୁଛି ଓଡ଼ିଶା, ପାରଦ ୪୦ ଡିଗ୍ରି ଯାଏ ବଢିପାରେ

TAGGED:#odishaBJD PartyBJD PresidentNaveen Patnaik
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?