Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ସରକାରଙ୍କ ଘୋଷଣା, ବଣ୍ଟା ହେବ ନୂଆ ରାସନ କାର୍ଡ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ସରକାରଙ୍କ ଘୋଷଣା, ବଣ୍ଟା ହେବ ନୂଆ ରାସନ କାର୍ଡ

utkala khabar
Last updated: April 18, 2025 5:20 pm
utkala khabar
Published April 18, 2025
Share
SHARE

ରାଜ୍ୟ ୧୮/୪ : ରାସନ କାର୍ଡକୁ ନେଇ ଆସିଲା ବଡ଼ ଖବର । ରାଜ୍ୟରେ ବଣ୍ଟନ ହେବ ନୂଆ ରାସନ କାର୍ଡ । ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୨୨ ତାରିଖ ସୁଦ୍ଧା ନୂଆ ରାସନ କାର୍ଡ ପ୍ରିଣ୍ଟ ସହିତ ଲାମିନେସନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ କୁହାଯାଇଛି । ଏହାପରେ ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଧାରିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାସନ କାର୍ଡ ବଣ୍ଟନ କରାଯିବ ।

ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ଯୋଗାଇ ଦେବାକୁ ପଦକ୍ଷେପ ଗ୍ରହଣ କରୁଛନ୍ତି । e-KYC ମାଧ୍ୟମରେ ରାଜ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯିବା ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ ହେଉଛି । ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କାର୍ଯ୍ୟ ଶେଷ ହେବା ପରେ ଖୁବ୍‌ଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ କାର୍ଡ ବଣ୍ଟନ କରାଯିବ ।

You Might Also Like

ବହୁଚୁରା ମାଁତାଙ୍କ ଷୋହଳ ପୁଜା ଅନୁଷ୍ଠିତ

ଓଡ଼ିଶାରେ ଖୁବଶୀଘ୍ର ବନ୍ଦ ହେବ ତୁର୍କୀ ସେଓ

ୱାକଫ ଆଇନ : ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ

ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ରାଜଧାନୀରେ ବାଜିଲା ସାଇରନ, ଅପରାହ୍ନ ୪ଟାରୁ ୪ଟା ୩୦ ଯାଏ ମକଡ୍ରିଲ

TAGGED:#odisha#odisha news#UTKALA KHABARNew RationcardOdisha Government
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?