Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ଆଜିଠୁ ଯୁକ୍ତ ୨ ଖାତା ଦେଖା, ସାମିଲ ହେବେ ୧୬ ହଜାର ଅଧ୍ୟାପକ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ଆଜିଠୁ ଯୁକ୍ତ ୨ ଖାତା ଦେଖା, ସାମିଲ ହେବେ ୧୬ ହଜାର ଅଧ୍ୟାପକ

utkala khabar
Last updated: April 2, 2025 11:40 am
utkala khabar
Published April 2, 2025
Share
SHARE

ଭୁବନେଶ୍ୱର ୦୨।୦୪ : ଆଜିଠୁ ଯୁକ୍ତ ୨ ଖାତାଦେଖା। ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ମୂଲ୍ୟାୟନରେ ୧୬ ହଜାର ଅଧ୍ୟାପକ ଅଧ୍ୟାପିକା ସାମିଲ ହେବେ। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ । ‘ ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବ। ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ। ଖତାଦେଖା ପାଇଁ ୭୮ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବେ ୧୬ ହଜାର ଅଧ୍ୟାପକ। ଏବର୍ଷ ୨୪ ଲକ୍ଷ ଖାତା ମୂଲ୍ୟାୟନ ହେବ। ଯେଉଁଥିରେ ଅଫ୍ ଲାଇନ୍ ରେ ୧୫ ଲକ୍ଷ ଓ ଅନ୍ ଲାଇନ୍ ରେ ୯ ଲକ୍ଷ ଉତ୍ତର ଖାତା ରହିଛି। ତ୍ରୁଟିଶୂନ୍ୟ ମୂଲ୍ୟାଙ୍କନ ପାଇଁ କାଉନସିଲ୍ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି।

ପରିଷଦ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା କହିଛନ୍ତି ଯେ, ମୂଲ୍ୟାୟନକାରୀମାନେ ପ୍ରତିଦିନର କାର୍ଯ୍ୟ ନ ସାରିବା ପର୍ଯ୍ୟନ୍ତ କେହି କେନ୍ଦ୍ର ଛାଡ଼ିପାରିବେ ନାହିଁ। ଖାତା ଦେଖୁଥିବା ଅଧ୍ୟାପକଙ୍କ ପ୍ରବେଶ ଓ ପ୍ରସ୍ଥାନ ସମୟ ଏକ ରେଜିଷ୍ଟ୍ରର୍ ରେ ଉଲ୍ଲେଖ କରାଯିବ। ମୂଲ୍ୟାୟନ କେନ୍ଦ୍ରକୁ ମୋବାଇଲ୍ ଓ ବୈଦ୍ୟୁତିକ ସାମଗ୍ରୀ ପ୍ରବେଶ ଉପରେ କଟକଣା ଜାରି ହୋଇଛି। ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ। ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ । ‘୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକାସାଙ୍ଗେ ବାହାରିବ ।

You Might Also Like

ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ

ମଶାଣି ରୁ ଶବ ଚୋରି ଅଭିଯୋଗ

ଚଳିତ ରଥଯାତ୍ରା ପାଇଁ ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା

ଓଡ଼ିଶାରେ ଖୁବଶୀଘ୍ର ବନ୍ଦ ହେବ ତୁର୍କୀ ସେଓ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ, ବିନ୍ଦୁସାଗର କୂଳରେ ତିଳତର୍ପଣ

TAGGED:#chse exam valuation#odisha#utkal khabar
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?