Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପ୍ରତିକ୍ରିୟା
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପ୍ରତିକ୍ରିୟା

utkala khabar
Last updated: May 7, 2025 11:44 am
utkala khabar
Published May 7, 2025
Share
SHARE

ରାଜ୍ୟ ୦୭/୫ : ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ ବିଶ୍ୱାସ କରୁଛୁ। ଜୟ ହିନ୍ଦ। ଭାରତ ମାତାକୀ ଜୟ।

ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ ବିଶ୍ୱାସ କରୁଛୁ। ଜୟ ହିନ୍ଦ। ଭାରତ ମାତାକୀ ଜୟ।
ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ ‘ଅପରେସନ୍ ସିନ୍ଦୂର’ ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ ‘ଅପରେସନ୍ ସିନ୍ଦୂର’ କାର୍ଯ୍ୟ ବିଷୟରେ ସୂଚନା ଦେଇଛି। ଏଥିରେ ୩୦୦ର ଅଧିକ ଆତଙ୍କୀ ନିହତ ହୋଇଥିବା କୁହାଯାଉଛି।

You Might Also Like

ମାସୁଦ ଆଜହରର ପରିବାର ସଫା ! ଏୟାର ଷ୍ଟ୍ରାଇକରେ ୧୦ ନିହତ

ବାଲେଶ୍ଵର ପୋଲିସର ଚେକିଂ ଜୋରଦାର, ୧୦ଟି ସ୍ଥାନରେ ଜୋରଦାର ଚାଲିଛି ଯାଞ୍ଚ

ଖୁବଶୀଘ୍ର ଆରମ୍ଭ ହେବ ଇଣ୍ଡିଆନ ପ୍ରିମିଆର ଲିଗ ୨୦୨୫ ମ୍ୟାଚ

ଆଉ ନାହାନ୍ତି ପୋପ୍ ଫ୍ରାନ୍ସିସ, ୮୮ ବର୍ଷ ବୟସରେ ପରଲୋକ

ଆଜି ହେବ ହାଇଦରାବାଦ୍‌-ଦିଲ୍ଲୀ ମଧ୍ୟରେ ଲଢେଇ

TAGGED:#mohan charan majhi#UTKALA KHABAROdiha cmSindoor Operation
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?