Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା, କମିଶନରେଟ ପକ୍ଷରୁ ଜାରି ହେଲା ଗାଇଡଲାଇନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା, କମିଶନରେଟ ପକ୍ଷରୁ ଜାରି ହେଲା ଗାଇଡଲାଇନ

utkala khabar
Last updated: April 12, 2025 3:30 pm
utkala khabar
Published April 12, 2025
Share
SHARE

କଟକ ୧୨/୦୪ : ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା ।  ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ସେହିଦିନ ହନୁମାନ ମନ୍ଦିର ଥିବା ସ୍ଥାନରେ ଅଧିକ ଫୋର୍ସ ଜଗିବେ । ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି । ସେହିପରି ନିଶା ଦ୍ରବ୍ୟ ସେବନ କରି ରାସ୍ତା ଘଟଣାରେ ଗଣ୍ଡଗୋଳ ନ କରିବାକୁ ଅପିଲ କରିଛନ୍ତି କଟକ ଡିସିପି । ସମସ୍ତ ଥାନାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଶୋଭାଯାତ୍ରା ରୁଟ ରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।  ଘରର ବରିଷ୍ଠ ସଦସ୍ୟ ବା ମୁରବିମାନେ ନିଜ ପିଲାମାନଙ୍କୁ ଶୃଙ୍ଖଳିତ ଆଚରଣ କରି ସଂଯମତା ର ସହିତ ପର୍ବ ପାଳନ ପାଇଁ ପରାମର୍ଶ ଦେବାକୁ ଅପିଲ କରିଛନ୍ତି ଡିସିପି । ଏହି ଦିନ କୌଣସି ବିଶୃଙ୍ଖଳା ବରଦାସ୍ତ୍ କରାଯିବ ନାହିଁ ବୋଲି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।

You Might Also Like

ପାରାଦୀପରେ ହେବ ଏକ ନୂଆ ଏୟାରପୋର୍ଟ

ଗରମରୁ ସାମାନ୍ୟ ତ୍ରାହି, ଆହୁରି ଦୁଇ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

କଟକରେ ପ୍ରଥମ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା, ସତର୍କ ସୂଚନା ଜାରି

TAGGED:#cuttack10 platoon forcesDeployed in the cityPana sankrantiRectrictions
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?