Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା, କମିଶନରେଟ ପକ୍ଷରୁ ଜାରି ହେଲା ଗାଇଡଲାଇନ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା, କମିଶନରେଟ ପକ୍ଷରୁ ଜାରି ହେଲା ଗାଇଡଲାଇନ

utkala khabar
Last updated: April 12, 2025 3:30 pm
utkala khabar
Published April 12, 2025
Share
SHARE

କଟକ ୧୨/୦୪ : ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା ।  ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ସେହିଦିନ ହନୁମାନ ମନ୍ଦିର ଥିବା ସ୍ଥାନରେ ଅଧିକ ଫୋର୍ସ ଜଗିବେ । ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି । ସେହିପରି ନିଶା ଦ୍ରବ୍ୟ ସେବନ କରି ରାସ୍ତା ଘଟଣାରେ ଗଣ୍ଡଗୋଳ ନ କରିବାକୁ ଅପିଲ କରିଛନ୍ତି କଟକ ଡିସିପି । ସମସ୍ତ ଥାନାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଶୋଭାଯାତ୍ରା ରୁଟ ରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।  ଘରର ବରିଷ୍ଠ ସଦସ୍ୟ ବା ମୁରବିମାନେ ନିଜ ପିଲାମାନଙ୍କୁ ଶୃଙ୍ଖଳିତ ଆଚରଣ କରି ସଂଯମତା ର ସହିତ ପର୍ବ ପାଳନ ପାଇଁ ପରାମର୍ଶ ଦେବାକୁ ଅପିଲ କରିଛନ୍ତି ଡିସିପି । ଏହି ଦିନ କୌଣସି ବିଶୃଙ୍ଖଳା ବରଦାସ୍ତ୍ କରାଯିବ ନାହିଁ ବୋଲି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।

You Might Also Like

ଭୁବନେଶ୍ୱରରେ ୧୦୦ ଏକର ଜମିରେ ନିର୍ମାଣ ହେବ ସାଇନ୍ସ ସିଟି

ମହାନଦୀରେ ସ୍କୁବା ଡାଇଭିଂ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏପ୍ରିଲରୁ ଜୁନ୍ ଯାଏଁ ଅଗ୍ନିବର୍ଷା; ଏବେ ଆଶ୍ଵସ୍ତି ଆଣିବ କାଳବୈଶାଖୀ

ମେ ୧୨ରୁ କାର୍ଯ୍ୟକ୍ଷମ ହେବ ନୂଆ ଭୁବନେଶ୍ୱର ଷ୍ଟେସନ

TAGGED:#cuttack10 platoon forcesDeployed in the cityPana sankrantiRectrictions
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?