Utkala KhabarUtkala KhabarUtkala Khabar
Notification Show More
Font ResizerAa
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
Share
Font ResizerAa
Utkala KhabarUtkala Khabar
Search
  • .
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

utkala khabar
Last updated: May 9, 2025 8:16 am
utkala khabar
Published May 9, 2025
Share
SHARE

ପୁରୀ ୦୯/୫ : ଭାରତ ପାକିସ୍ତାନ ଯୁଦ୍ଧକୁ ନେଇ ପୁରୀ ବଡ଼ଦାଣ୍ଡରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ କରାଯାଇଛି । ଶ୍ରୀମନ୍ଦିର ଚାରି ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହେବା ସହ ପୁରୀ ପୋଲିସ ପକ୍ଷରୁ ଗତକାଲି ରାତିରେ ବିଭିନ୍ନ ସ୍ଥାନ ରେ ନାକା ଲଗାଯାଇ ଜୋରଦାର ଚେକିଂ ବ୍ଲକିଙ୍ଗ କରାଯାଇଥିଲା । ଆତଙ୍କୀ ଆକ୍ରମଣକୁ ପ୍ରତିହତ କରିବା ଲାଗି ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତି କରାଯାଇଛି  । ପୁରୀରେ ଥିବା ବିଭିନ୍ନ ହୋଟେଲ ଗୁଡିକୁ ଚେକିଂ କରାଯାଇଛି । ସେହିପରି ଶ୍ରୀ ମନ୍ଦିର ସୁରକ୍ଷା ସହ ଭକ୍ତଙ୍କ ସୁରକ୍ଷା ଲାଗି ମୁତୟନ ଅଛନ୍ତି ସ୍ୱତନ୍ତ୍ର ସୁରକ୍ଷା ବାହିନୀ ।

You Might Also Like

LOCରେ ପାକିସ୍ତାନର ଗୁଳିମାଡ଼, ମୁହଁତୋଡ ଜବାବ ଦେଲା ଭାରତୀୟ ସେନା

ପହଲଗାମରେ ପହଞ୍ଚିଲା NIA ଟିମ୍, ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍

‘ଫେରି ଯାଇ ମୋଦିଙ୍କୁ କୁହନ୍ତୁ’ ,କାଶ୍ମୀରର ପହଲଗାମରେ ମୃତ ପର୍ଯ୍ୟଟକଙ୍କ ପତ୍ନୀଙ୍କୁ କହିଲେ ଆତଙ୍କବାଦୀ

ଓଜନ କମାଇବାରେ ସାହାଯ୍ୟ କରେ କରମଙ୍ଗା ଜାଣନ୍ତୁ

TAGGED:#odisha#puri#UTKALA KHABARShree mandira
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?