Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ସ୍ୱାସ୍ଥ୍ୟ ସଚିବ : ରାଜ୍ୟରେ କୋଭିଡ ସଂକ୍ରମ ପାଇଁ ବ୍ୟସ୍ତ ହୁଅନ୍ତୁ ନାହିଁ
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ସ୍ୱାସ୍ଥ୍ୟ ସଚିବ : ରାଜ୍ୟରେ କୋଭିଡ ସଂକ୍ରମ ପାଇଁ ବ୍ୟସ୍ତ ହୁଅନ୍ତୁ ନାହିଁ

utkala khabar
Last updated: May 22, 2025 12:34 pm
utkala khabar
Published May 22, 2025
Share
SHARE

ଭୁବନେଶ୍ୱର ୨୨/୫ : ରାଜ୍ୟରେ ଜଣେ କୋଭିଡ ସଂକ୍ରମିତ ଚିହ୍ନଟ । ସେ କୋଭିଡ ସହ ବହୁବିଧ ରୋଗରେ ପୀଡ଼ିତ ଅଛନ୍ତି । ଦିଲ୍ଲୀରୁ ଫେରିବା ପରେ କୋଭିଡ ଆକ୍ରାନ୍ତ ଜଣକ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ହେଉଛନ୍ତି । ତେବେ କୋଭିଡ ସ୍ଥିତି ଉଦବେଗ ହେବା ଆବଶ୍ୟକ ନୁହେଁ । ଏହା କହିଛନ୍ତି ସ୍ବାସ୍ଥ୍ୟ ସଚିବ ଅଶ୍ବଥି ଏସ୍। ସ୍ବାସ୍ଥ୍ୟ ବିଭାଗ ମନିଟରିଂ କରୁଛି, ଆଲର୍ଟ ଅଛି। ବ୍ୟସ୍ତ ହେବାର କିମ୍ବା ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟ ସଚିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ କୌଣସି ନିର୍ଦ୍ଦେଶାବଳି ଆସିନି। ନୂଆ ଗାଇଡଲାଇନ ପାଇଁ ଭାରତ ସରକାରଙ୍କ କୌଣସି ଗାଇଡ୍ ଲାଇନ୍ ଆସିନାହିଁ। ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଆସିଛି ନଜର ରଖିବାକୁ। ସ୍ଵାସ୍ଥ୍ୟ ବିଭାଗ ସଜାଗ ଅଛି।

You Might Also Like

ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରକୁ ଆତଙ୍କବାଦୀଙ୍କ ଗୁଳିରେ ଜଣେ ମୃତ, ୭ ଆହତ

ବିଶ୍ଵ ସୁନ୍ଦରୀ-୨୦୨୫ର ମୁକୁଟ ପିନ୍ଧିଲେ ଓପଲ ସୁଚାତା

ମୁଖ୍ୟମନ୍ତ୍ରୀମାନଙ୍କୁ କାହିଁକି ଏମିତି ନିର୍ଦ୍ଦେଶ ଦେଲେ ଅମିତ ଶାହ?

ଭାବୀ ଜ୍ୱାଇଁ ସହ ଫେରାର ଶାଶୁ, ଫେରି ଆସି କହିଲେ କିଛି ଏମିତି

ପହଲଗାମ ହମଲାର ମାଷ୍ଟରମାଇଣ୍ଡ କିଏ? ଟିଆରଏଫ ଷ୍ଟ୍ରାଇକର ନେତୃତ୍ୱ କିଏ ନେଇଥିଲା?

TAGGED:#odisha#UTKALA KHABARCorona virusCovid-19State news
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?