Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

୨୪ରେ ପୁଣି ମିଳିବ ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା

utkala khabar
Last updated: April 19, 2025 3:25 pm
utkala khabar
Published April 19, 2025
Share
SHARE

ରାଜ୍ୟ ୧୯ /୪ : ଆସନ୍ତା ୨୪ ତାରିଖରେ ପୁଣି ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି । ସୂଚନା ଅନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଏପ୍ରିଲ ୨୪ରେ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ପ୍ରଭାତୀ ସ୍ପଷ୍ଟ କରିଛନ୍ତି ।

 

 

You Might Also Like

ଦେଶରେ ୪ ହଜାର ଟପିଲା କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଜାଣନ୍ତୁ କେମିତି ରହିବ ଆଜିର ଦିନ

ସହିଦ ସୈନ୍ୟମାନଙ୍କ ପରିବାରକୁ ୧.୧୦କୋଟି ଟଙ୍କାର ସହାୟତା ଦେଲେ ପ୍ରୀତି

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା

ଐତିହାସିକ ରେକର୍ଡ ; ଲକ୍ଷେ ଛୁଇଁଲା ସୁନା

TAGGED:#odisha#UTKALA KHABARSixth Installment moneySubhadra Yojana2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?