Utkala KhabarUtkala KhabarUtkala Khabar
Notification Show More
Font ResizerAa
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Reading: ପୁଣି ବଢ଼ିଲା ସୁନା ଦର
Share
Font ResizerAa
Utkala KhabarUtkala Khabar
Search
  • ରାଜ୍ୟ
  • ଦେଶ-ବିଦେଶ
  • ଖେଳ
  • ବାଣିଜ୍ୟ
  • ଅପରାଧ
  • ରାଶିଫଳ
  • ଜୀବନଚର୍ଯ୍ୟା
  • ବିଶେଷ
Follow US
ରାଜ୍ୟ

ପୁଣି ବଢ଼ିଲା ସୁନା ଦର

utkala khabar
Last updated: June 11, 2025 1:42 pm
utkala khabar
Published June 11, 2025
Share
SHARE

ରାଜ୍ୟ ୧୧/୬ : ଦିନକୁ ଦିନ ସୁନା ମହଙ୍ଗା ହେଉଛି। ସୁନା କିଣିବାକୁ ଲୋକଙ୍କୁ ଭୟ ଲାଗୁଛି। ଆଜି ଦେବ ସ୍ନାନ ପୂର୍ଣ୍ଣିମାରେ ସୁନା ଦର ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୭୫୦ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୮୨୦ଟଙ୍କା ବୃଦ୍ଧି ପାଇଛି।

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୭୫୦ଟଙ୍କା ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୮୨୦ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୭,୫୮୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ୮୨୦ ସୁନା ଦର ଟଙ୍କା ବୃଦ୍ଧି ପାଇ ୯୮,୪୦୦ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫୦ଟଙ୍କା ବୃଦ୍ଧି ପାଇ, ୮୯,୪୫୦ ଟଙ୍କାରୁ ୯୦,୨୦୦ ଟଙ୍କା ହୋଇଛି।

ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୭,୫୮୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨୦ ଟଙ୍କା ବୃଦ୍ଧି ପାଇ ୯୮,୪୦୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫୦ଟଙ୍କା ବୃଦ୍ଧି ପାଇ ୯୦,୨୦୦ ଟଙ୍କା ହୋଇଛି।

କେମିତି ଜାଣିବେ ସୁନାର ଶୁଦ୍ଧତା ?

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

 

You Might Also Like

ଭୁବନେଶ୍ୱରରେ ୧୦୦ ଏକର ଜମିରେ ନିର୍ମାଣ ହେବ ସାଇନ୍ସ ସିଟି

ରାଜ୍ୟରେ ଆହୁରି ବଢିବ ତାତି, ୨ରୁ ୪ ଡିଗ୍ରୀ ବଢିପାରେ ପାରଦ

ଭାରତରେ ୮ ହଜାର X ଆକାଉଣ୍ଟ ବ୍ଳକ୍ ହେଲା

ଆମିରଙ୍କ ମାଆଙ୍କୁ ଭେଟିଲେ ପ୍ରେମିକା ଗୌରୀ, ସମ୍ପର୍କକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଜାଣନ୍ତୁ କେତେ ରହିଛି ?

TAGGED:#odisha#UTKALA KHABARgold priceGold rate update 2025
Share This Article
Facebook Email Print
Leave a Comment

Leave a Reply Cancel reply

Your email address will not be published. Required fields are marked *

Welcome Back!

Sign in to your account

Username or Email Address
Password

Lost your password?